ବଙ୍ଗୋପସାଗରରେ ଲଘୁଚାପ, ୪ରୁ ଓଡ଼ିଶାରେ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ଯୋଗୁ ଆସନ୍ତା ୪ ତାରିଖରେ ଉତ୍ତର ଓଡ଼ିଶା ଓ ଏହାର ପାଶ୍ୱର୍ବର୍ତ୍ତୀ ଅଂଚଳରେ ବର୍ଷା ହେବାର ସମ୍ଭାବନା ରହିଛି । ଏହି ଲଘୁଚାପ ବଳୟ ଅଧିକ ଘନୀଭୂତ ହେବାପରେ ସମଗ୍ର ରାଜ୍ୟରେ ଅଧିକ ବର୍ଷା ହେବ ବୋଲି ଜଣାପଡ଼ିଛି । ୪ ଜୁଲାଇ ବେଳକୁ ଉତ୍ତର ଓଡିଶା ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି pic.twitter.com/BjceybcS1i — Meteorological […]

Heavy-Rain

Heavy-Rain

Ordigital Desk
  • Published: Friday, 01 July 2022
  • Updated: 01 July 2022, 06:22 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ଯୋଗୁ ଆସନ୍ତା ୪ ତାରିଖରେ ଉତ୍ତର ଓଡ଼ିଶା ଓ ଏହାର ପାଶ୍ୱର୍ବର୍ତ୍ତୀ ଅଂଚଳରେ ବର୍ଷା ହେବାର ସମ୍ଭାବନା ରହିଛି । ଏହି ଲଘୁଚାପ ବଳୟ ଅଧିକ ଘନୀଭୂତ ହେବାପରେ ସମଗ୍ର ରାଜ୍ୟରେ ଅଧିକ ବର୍ଷା ହେବ ବୋଲି ଜଣାପଡ଼ିଛି ।

https://twitter.com/mcbbsr/status/1542790098311254016?s=20&t=EX7W5YqdJ2gsh-nA0a1xjw

ଭୁବନେଶ୍ୱରସ୍ଥିତ ପାଣିପାଗ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁସାରେ, ବଙ୍ଗୋପସାଗରରେ ଆଜିଠୁ ୧୪ତାରିଖ ମଧ୍ୟରେ ୨ଟି ଲଘୁଚାପ ବଳୟ କ୍ଷେତ୍ର ସୃଷ୍ଟି ହେବାର ପୂର୍ବାନୁମାନ କରାଯାଉଛି । ବଙ୍ଗୋପସାଗରରେ ଓଡ଼ିଶା ଉପକୂଳରେ ଗୋଟିଏ ଲଘୁଚାପ ବଳୟ କ୍ଷେତ୍ର ଜୁଲାଇ ୧ରୁ ୭ ତାରିଖ ଓ ଅନ୍ୟଟି ଜୁଲାଇ ୮ରୁ ୧୪ତାରିଖ ମଧ୍ୟରେ ହେବାର ସମ୍ଭାବନା ରହିଛି । ଏହି ଲଘୁଚାପ ଯୋଗୁ ଓଡ଼ିଶାରେ ମୌସୁମୀ ବର୍ଷା ସକ୍ରିୟ ହେବ ବୋଲି ଆକଳନ କରାଯାଉଛି । ଆସନ୍ତା ୫ଦିନ ପାଇଁ ରାଜ୍ୟର କିଛି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ବିଶେଷକରି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼,ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କଟକ, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସୂଚନାଯୋଗ୍ୟ, ଗତମାସରେ ରାଜ୍ୟରେ ସାଧାରଣ ବର୍ଷା ପରିମାଣ ତୁଳନାରେ ପ୍ରାୟ ୪୦ ପ୍ରତିଶତ ନିଅଣ୍ଟ ବର୍ଷା ହୋଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story