ଅବପାତର ରୂପ ନେଲା ଲଘୁଚାପ, ସନ୍ଧ୍ୟାରେ ହେବ ସାମୁଦ୍ରିକ ଝଡ଼

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେଲା । ଆଜି ଅପରାହ୍ନ ୫ଟା ୩୦ ସୁଦ୍ଧା ସାମୁଦ୍ରିକ ଝଡ଼ ରୂପ ନେବା ସମ୍ଭାବନା ରହିଛି। ଏହାପରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମରେ ପରିଣତ ହେବ। ବାତ୍ୟା ‘ଅମ୍ଫାନ’ ଯୋଗୁଁ ଉତ୍ତର ଉପକୂଳ ଓଡ଼ିଶା ପ୍ରଭାବିତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ତରଫରୁ ସୂଚନା ମିଳିଛି। ତେବେ ପାରାଦୀପଠାରୁ ୧୧୦୦ କିମି ଦୂରରେ ଥିବା ଏହି ବାତ୍ୟା […]

batya-1--1

batya-1--1

Niharika Rout
  • Published: Saturday, 16 May 2020
  • Updated: 16 May 2020, 10:23 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେଲା । ଆଜି ଅପରାହ୍ନ ୫ଟା ୩୦ ସୁଦ୍ଧା ସାମୁଦ୍ରିକ ଝଡ଼ ରୂପ ନେବା ସମ୍ଭାବନା ରହିଛି। ଏହାପରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମରେ ପରିଣତ ହେବ।

ବାତ୍ୟା ‘ଅମ୍ଫାନ’ ଯୋଗୁଁ ଉତ୍ତର ଉପକୂଳ ଓଡ଼ିଶା ପ୍ରଭାବିତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ତରଫରୁ ସୂଚନା ମିଳିଛି। ତେବେ ପାରାଦୀପଠାରୁ ୧୧୦୦ କିମି ଦୂରରେ ଥିବା ଏହି ବାତ୍ୟା କେଉଁଠି ଲ୍ୟାଣ୍ଡଫଲ୍ କରିବ କିଛି ସ୍ପଷ୍ଟ ହୋଇନାହିଁ।

ବାତ୍ୟା ‘ଅମ୍ଫାନ’ ଏବେ  ପଶ୍ଚିମବଙ୍ଗ ଦିଘାଠୁ ୧୨୫୦, ବାଂଲାଦେଶଠୁ ୧୩୩୦ କିମି ଦୂରରେ ଅଛି। ଆସନ୍ତାକାଲି ସନ୍ଧ୍ୟା ପରେ ତାହା ଉତ୍ତର-ପୂର୍ବ ଦିଗକୁ ଗତି କରିବ। ୧୮ରୁ ୨୦ ତାରିଖ ମଧ୍ୟରେ ପଶ୍ଚିମବଙ୍ଗ ଦେଇ ଗତି କରିବ ବୋଲି ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ।

ଏହା ପ୍ରଭାବରେ ଆସନ୍ତାକାଲି ଉପକୂଳବର୍ତ୍ତୀ ଅଞ୍ଚଳରେ ସ୍ୱଳ୍ପ ବର୍ଷା ସମ୍ଭାବନା ରହିଛି। ଘଡ଼ଘଡ଼ି ସହ ବର୍ଷା ଓ ୪୦ରୁ ୫୦ କିମି ବେଗରେ ପବନ ବହିପାରେ। ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ପ୍ରଶାସନକୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story