ଦୁର୍ବଳ ହେଉଛି ଲଘୁଚାପ: କାଁ ଭାଁ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଅବପାତର ରୂପ ନେଇ କ୍ରମଃଶ ଦୁର୍ବଳ ହେଉଛି। ଆଜି ଏହା ସମ୍ପୂର୍ଣ୍ଣ ଭାବେ ଦୁର୍ବଳ ହୋଇଯିବ। ହେଲେ ଏହା ପ୍ରଭାବରେ ଉପକୂଳ ଓଡ଼ିଶାରେ ଆକାଶ ମେଘୁଆ ରହିବା ସହ କାଁ ଭାଁ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।

ତେବେ ବର୍ଷାର ପ୍ରଭାବ କମିବା ମାତ୍ରେ ରାଜ୍ୟରେ ଶୀତ ବଢ଼ିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

ସୂଚନାଯୋଗ୍ୟ, ଲଘୁଚାପ ପ୍ରଭାବରେ ଗତ ୩ ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଏହି ଅଦିନିଆ ବର୍ଷା ଯୋଗୁଁ ଅନେକ ଫସଲ ନଷ୍ଟ ହୋଇଛି। ପାଚିଲା ଧାନ କ୍ଷେତରେ ପାଣି ଜମିବାରୁ ଅଧିକ କ୍ଷୟକ୍ଷତି ହେବାର ଆଶଙ୍କା କରାଯାଉଛି।

Ordigital Desk
• Published: Saturday, 18 November 2017
• Updated: 18 November 2017, 01:06 PM IST

Sports

Latest News

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଅବପାତର ରୂପ ନେଇ କ୍ରମଃଶ ଦୁର୍ବଳ ହେଉଛି। ଆଜି ଏହା ସମ୍ପୂର୍ଣ୍ଣ ଭାବେ ଦୁର୍ବଳ ହୋଇଯିବ। ହେଲେ ଏହା ପ୍ରଭାବରେ ଉପକୂଳ ଓଡ଼ିଶାରେ ଆକାଶ ମେଘୁଆ ରହିବା ସହ କାଁ ଭାଁ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।

ତେବେ ବର୍ଷାର ପ୍ରଭାବ କମିବା ମାତ୍ରେ ରାଜ୍ୟରେ ଶୀତ ବଢ଼ିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

ସୂଚନାଯୋଗ୍ୟ, ଲଘୁଚାପ ପ୍ରଭାବରେ ଗତ ୩ ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଏହି ଅଦିନିଆ ବର୍ଷା ଯୋଗୁଁ ଅନେକ ଫସଲ ନଷ୍ଟ ହୋଇଛି। ପାଚିଲା ଧାନ କ୍ଷେତରେ ପାଣି ଜମିବାରୁ ଅଧିକ କ୍ଷୟକ୍ଷତି ହେବାର ଆଶଙ୍କା କରାଯାଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos