ଦୁର୍ବଳ ହେଲା ଲଘୁଚାପ, ତଥାପି ଏସବୁ ସ୍ଥାନରେ ହୋଇପାରେ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଦୁର୍ବଳ ହୋଇଛି। ତେବେ ରାଜ୍ୟରେ ମୌସୁମୀ ସକ୍ରିୟ ଥିବାରୁ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।

ବିଶେଷ କରି ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ବର୍ଷା ହୋଇପାରେ। ଉପକୂଳ ଅଞ୍ଚଳରେ ପାଗ ଶୁଖିଲା ରହିବ।

ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର  ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୫ ପ୍ରତିଶତ ଅଧିକ ବର୍ଷା ହୋଇଥିବା ଜଣାପଡ଼ିଛି।

Ordigital Desk
• Published: Sunday, 09 September 2018
• Updated: 09 September 2018, 06:13 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଦୁର୍ବଳ ହୋଇଛି। ତେବେ ରାଜ୍ୟରେ ମୌସୁମୀ ସକ୍ରିୟ ଥିବାରୁ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।

ବିଶେଷ କରି ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ବର୍ଷା ହୋଇପାରେ। ଉପକୂଳ ଅଞ୍ଚଳରେ ପାଗ ଶୁଖିଲା ରହିବ।

ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର  ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୫ ପ୍ରତିଶତ ଅଧିକ ବର୍ଷା ହୋଇଥିବା ଜଣାପଡ଼ିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos