ବଙ୍ଗୋପସାଗରେ ଲଘୁଚାପ କ୍ଷେତ୍ର, ୧୨ ଓ ୧୩ରେ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ପୂର୍ବ କେନ୍ଦ୍ରୀୟ ଓ ତତ୍‌ସଂଲଗ୍ନ ଉତ୍ତର ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ପଶ୍ଚିମ- ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ। ଏହାର ପ୍ରଭାବରେ ୧୨ ଓ ୧୩ ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । କିଛି କିଛି ସ୍ଥାନରେ ପ୍ରବଳ ବର୍ଷା […]

Heavy-Rain

Heavy-Rain

Niharika Rout
  • Published: Saturday, 11 September 2021
  • Updated: 11 September 2021, 09:39 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ପୂର୍ବ କେନ୍ଦ୍ରୀୟ ଓ ତତ୍‌ସଂଲଗ୍ନ ଉତ୍ତର ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ପଶ୍ଚିମ- ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ।

ଏହାର ପ୍ରଭାବରେ ୧୨ ଓ ୧୩ ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି କହିଛନ୍ତି  ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ. ଆର. ବିଶ୍ୱାସ ।

ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ତେଣଉ ୧୨ତାରିଖରୁ ୧୪ ତାରିଖ ମଧ୍ୟରେ ସମୁଦ୍ର ମଧ୍ୟକୁ ନ ଯିବା ଲାଗି ମତ୍ସ୍ୟଜୀବୀଙ୍କୁ ସତର୍କ କରାଯାଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story