ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ, ଆସନ୍ତାକାଲିଠୁ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମ କେନ୍ଦ୍ର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଉପକୂଳରେ ଆସନ୍ତାକାଲିଠାରୁ ୩୦ ତାରିଖ ଯାଏ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କହାଯାଇଛି। ୨୪ରୁ ୪୮ ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେଇପାରେ। ଲଘୁଚାପ ସୃଷ୍ଟି ହେବା ପରେ ଏହା ଉତ୍ତର ବା ଉତ୍ତର ପୂର୍ବ ଦିଗରେ ଗତି କରିବାର ସମ୍ଭାବନା ରହିଥିବା ସ୍କାୟମେଟ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାର ପ୍ରଭାବରେ ଜଗତସିଂହପୁର […]

Tapaswini Nayak
  • Published: Saturday, 27 October 2018
  • Updated: 27 October 2018, 03:38 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମ କେନ୍ଦ୍ର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଉପକୂଳରେ ଆସନ୍ତାକାଲିଠାରୁ ୩୦ ତାରିଖ ଯାଏ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କହାଯାଇଛି।

୨୪ରୁ ୪୮ ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେଇପାରେ। ଲଘୁଚାପ ସୃଷ୍ଟି ହେବା ପରେ ଏହା ଉତ୍ତର ବା ଉତ୍ତର ପୂର୍ବ ଦିଗରେ ଗତି କରିବାର ସମ୍ଭାବନା ରହିଥିବା ସ୍କାୟମେଟ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଏହାର ପ୍ରଭାବରେ ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story