ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମ କେନ୍ଦ୍ର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଉପକୂଳରେ ଆସନ୍ତାକାଲିଠାରୁ ୩୦ ତାରିଖ ଯାଏ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କହାଯାଇଛି।
୨୪ରୁ ୪୮ ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେଇପାରେ। ଲଘୁଚାପ ସୃଷ୍ଟି ହେବା ପରେ ଏହା ଉତ୍ତର ବା ଉତ୍ତର ପୂର୍ବ ଦିଗରେ ଗତି କରିବାର ସମ୍ଭାବନା ରହିଥିବା ସ୍କାୟମେଟ ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଏହାର ପ୍ରଭାବରେ ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।