ଲଘୁଚାପରେ ପରିଣତ ହେଲା ଘୂର୍ଣ୍ଣିବଳୟ: ଆଜି ଓ ଆସନ୍ତାକାଲି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି। ଏହାର ପ୍ରଭାବରେ ଆଜି ଓ ଆସନ୍ତାକାଲି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉତ୍ତର ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଲଘୁଚାପ ଯୋଗୁଁ ସମୁଦ୍ର ଅଶାନ୍ତ ରହିବ। ଘଣ୍ଟାକୁ ଉପକୂଳରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବ।  ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବିତରକୁ ଯିବାକୁ ବାରଣ କରାଯାଇଛି।

ଆସନ୍ତା ୨୫ ତାରିଖରେ ଦକ୍ଷିଣ ଓଡ଼ିଶା ଓ ଆନ୍ଧ୍ର ଉପକୂଳରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୮ ତାରିଖ ଆଡ଼କୁ ଓଡ଼ିଶାରେ ପୁଣି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ

ଓଡ଼ିଆ ସାମ୍ବାଦିକଙ୍କ ମୁଣ୍ଡ ନେଲା କରୋନା

ବଲାଙ୍ଗିରରେ ଚାଞ୍ଚଲ୍ୟ, ଟ୍ରାକ୍ଟର ଭଡ଼ା ପାଇଁ ଡବଲ୍‌ ମର୍ଡର!

ରତ୍ନସିଂହାସନରୁ ପଦ୍ମପାଖୁଡ଼ା ଗାଏବ ଘଟଣାରେ ASIକୁ ରିପୋର୍ଟ ମାଗିଲା ଶ୍ରୀମନ୍ଦିର ପ୍ରଶାସନ

୨୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ

୬ ମାସ ପାଇଁ ରାଜନୀତିକ ଖସଡ଼ା ପ୍ରସ୍ତୁତ କଲା ରାଜ୍ୟ ବିଜେପି

ଜୁଲାଇରେ ରକ୍ତମୁଖା ସାଜିଛି କରୋନା

ମୋ ଜ୍ୱାଇଁ ଖାଇବେ ୬୭ ପ୍ରକାର ଆଇଟମ୍‌

ମହାମାରୀରେ ମହାଯଜ୍ଞ, ନାଏବ ସରପଞ୍ଚଙ୍କ ସହ ୧୧ ଗିରଫ

ଭଉଣୀଙ୍କ ଅଭିଯୋଗର ଜବାବ ରଖିଲେ ଭଉଣୀ

ଆରୋଗ୍ୟ ହେଲେ ୩୮୮ ‘କରୋନା’ ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ସମଲିଙ୍ଗୀ ସମ୍ପର୍କକୁ ନେଇ ସାଂଘାତିକ୍‌ ଅଭିଯୋଗ ଆଣିଲେ ଦୂତୀ

ସଙ୍ଗରୋଧ କେନ୍ଦ୍ରରେ ଯୁବତୀଙ୍କ ସହ ସେଲ୍‌ଫି ଉଠାଇଲେ ଦୁଇ ଅଧିକାରୀ, ଫଟୋ ଭାଇରାଲ୍‌