ଲଘୁଚାପରେ ପରିଣତ ହେଲା ଘୂର୍ଣ୍ଣିବଳୟ: ଆଜି ଓ ଆସନ୍ତାକାଲି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି। ଏହାର ପ୍ରଭାବରେ ଆଜି ଓ ଆସନ୍ତାକାଲି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉତ୍ତର ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଲଘୁଚାପ ଯୋଗୁଁ ସମୁଦ୍ର ଅଶାନ୍ତ ରହିବ। ଘଣ୍ଟାକୁ ଉପକୂଳରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବ।  ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର […]

Rakesh Mallick
  • Published: Wednesday, 20 September 2017
  • Updated: 20 September 2017, 12:44 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି। ଏହାର ପ୍ରଭାବରେ ଆଜି ଓ ଆସନ୍ତାକାଲି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉତ୍ତର ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଲଘୁଚାପ ଯୋଗୁଁ ସମୁଦ୍ର ଅଶାନ୍ତ ରହିବ। ଘଣ୍ଟାକୁ ଉପକୂଳରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବ।  ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବିତରକୁ ଯିବାକୁ ବାରଣ କରାଯାଇଛି।

ଆସନ୍ତା ୨୫ ତାରିଖରେ ଦକ୍ଷିଣ ଓଡ଼ିଶା ଓ ଆନ୍ଧ୍ର ଉପକୂଳରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୮ ତାରିଖ ଆଡ଼କୁ ଓଡ଼ିଶାରେ ପୁଣି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story