ଡିପ୍ ଡିପ୍ରେସନରେ ପରିଣତ ହେଲା ଲଘୁଚାପ; ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଡିପ୍ ଡିପ୍ରେସନରେ ପରିଣତ ହୋଇଛି। ଏହା ବାଲେଶ୍ୱର ଉପକୂଳଠାରୁ ୭୦ କିଲୋମିଟର ଦୂର ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ହୋଇଛି। ଏହା କ୍ରମଶଃ ଘନୀଭୂତ ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗ ଆଡକୁ ଗତି କରୁଛି। ଧିରେ ଧିରେ ଏହା ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗର ବିଭାଗର ଡ୍ୟୁଟି ଅଫିସର ଚରଣ ବେହେରା ଏହି ସୂଚନା ଦେଇଛନ୍ତି। ପାଣିପାଗର ବିଭାଗ ଅଧିକାରୀଙ୍କଠାରୁ […]

rain-1..

rain-1..

Tapaswini Nayak
  • Published: Wednesday, 07 August 2019
  • Updated: 07 August 2019, 10:58 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଡିପ୍ ଡିପ୍ରେସନରେ ପରିଣତ ହୋଇଛି। ଏହା ବାଲେଶ୍ୱର ଉପକୂଳଠାରୁ ୭୦ କିଲୋମିଟର ଦୂର ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ହୋଇଛି। ଏହା କ୍ରମଶଃ ଘନୀଭୂତ ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗ ଆଡକୁ ଗତି କରୁଛି। ଧିରେ ଧିରେ ଏହା ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗର ବିଭାଗର ଡ୍ୟୁଟି ଅଫିସର ଚରଣ ବେହେରା ଏହି ସୂଚନା ଦେଇଛନ୍ତି।

ପାଣିପାଗର ବିଭାଗ ଅଧିକାରୀଙ୍କଠାରୁ ମିଳିଥିବା ସୂଚନା ଅନୁଯାୟୀ, “ ଏହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସମ୍ବଲପୁର, ଦେବଗଡ଼,ବଲାଙ୍ଗିର, ନୂଆପଡ଼ା ଓ ବରଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସୋନପୁର, ଝାରସୁଗୁଡ଼ା, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ସେହିପରି ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ମଧ୍ୟ ବର୍ଷା ଆଶଙ୍କା ରହିଛି। ”

ଶ୍ରୀ ବେହେରା କହିଛନ୍ତି,“ ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ସେଥିପାଇଁ ୨ ଦିନ ଯାଏ’ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବା ଲାଗି ବାରଣ କରାଯାଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story