ଘନୀଭୂତ ହେଉଛି ଲଘୁଚାପ: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି

ଭୁବନେଶ୍ୱର: ଘନୀଭୂତ ହେଉଛି ବଙ୍ଗୋପ ସାଗରରେ ସୃଷ୍ଟି ଲଘୁଚାପ। ଗୋପାଳପୁରରୁ ଏହା ପ୍ରାୟ ୫୬୫ କିଲୋମିଟର ଦୂରରେ ରହିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହାର ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ବର୍ଷା ଜାରି ରହିଛି। ୧୭ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶା, ଉପକୂଳ ଓ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି […]

rain

rain

Rakesh Mallick
  • Published: Wednesday, 15 November 2017
  • Updated: 15 November 2017, 10:13 AM IST

Sports

Latest News

ଭୁବନେଶ୍ୱର: ଘନୀଭୂତ ହେଉଛି ବଙ୍ଗୋପ ସାଗରରେ ସୃଷ୍ଟି ଲଘୁଚାପ। ଗୋପାଳପୁରରୁ ଏହା ପ୍ରାୟ ୫୬୫ କିଲୋମିଟର ଦୂରରେ ରହିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହାର ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ବର୍ଷା ଜାରି ରହିଛି। ୧୭ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶା, ଉପକୂଳ ଓ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି ।

ବିଶେଷ କରି ଗଞ୍ଜାମ, ଖୋର୍ଦ୍ଧା, କଟକ, ପୁରୀ, ନୟାଗଡ, ଗଜପତି, ରାୟଗଡ଼ା ଓ କନ୍ଧମାଳ ଜିଲ୍ଲାରେ ବର୍ଷାର ପ୍ରଭାବ ଅଧିକ ରହିବ। ଏ ସମୟରେ ଘଣ୍ଟାକୁ ୪୫ ରୁ ୫୫ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ କୁହାଯାଇଛି।

ଅଦିନିଆ ବର୍ଷାକୁ ଦେଖି କୃଷି ବିଭାଗ ତରଫରୁ ଚାଷୀଙ୍କୁ ସଚେତନ କରାଯାଇଛି।  କିଛି ସ୍ଥାନରେ ଚାଷୀ ଧାନ କାଟି ନେଇଥିବାବେଳେ ଆଉ କିଛି ସ୍ଥାନରେ ଧାନ ପାଚି ନ ଥିବାରୁ ଚାଷୀଙ୍କ ଚିନ୍ତା ବଢିଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story