୧୩ରେ ଲଘୁଚାପ କ୍ଷେତ୍ର: ୧୫ରେ ଉପକୂଳ ଛୁଇଁବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଘୂର୍ଣ୍ଣି ବଳୟ ପ୍ରଭାବରେ ଆସନ୍ତା ୧୩ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଲଘୁଚାପ କ୍ଷେତ୍ରଟି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ଟୁଇଟ୍  କରାଯାଇଛି। ପାଣିପାଗ ବିଭାଗ ପକ୍ଷରୁ ଆହୁରି କୁହାଯାଇଛି ଯେ, ଏହି ଲଘୁଚାପ କ୍ଷେତ୍ରଟି ସୃଷ୍ଟି ହେବା ପରେ ଏହା କ୍ରମେ ପଶ୍ଚିମ ଉତ୍ତର ଦିଗକୁ ଅଗ୍ରସର ହେବ। ଏହା ପଶ୍ଚିମ-ଉତ୍ତର ମୁହାଁ […]

rain

rain

Tapaswini Nayak
  • Published: Monday, 11 October 2021
  • Updated: 11 October 2021, 02:11 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଘୂର୍ଣ୍ଣି ବଳୟ ପ୍ରଭାବରେ ଆସନ୍ତା ୧୩ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଲଘୁଚାପ କ୍ଷେତ୍ରଟି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ଟୁଇଟ୍  କରାଯାଇଛି।

ପାଣିପାଗ ବିଭାଗ ପକ୍ଷରୁ ଆହୁରି କୁହାଯାଇଛି ଯେ, ଏହି ଲଘୁଚାପ କ୍ଷେତ୍ରଟି ସୃଷ୍ଟି ହେବା ପରେ ଏହା କ୍ରମେ ପଶ୍ଚିମ ଉତ୍ତର ଦିଗକୁ ଅଗ୍ରସର ହେବ। ଏହା ପଶ୍ଚିମ-ଉତ୍ତର ମୁହାଁ ହୋଇ ୧୫ ତାରିଖ ସୁଦ୍ଧା ଉପକୂଳ ଛୁଇଁବାର ସମ୍ଭାବନା ରହିଛି। ଏହା ୱେଲମାର୍କଡ ଲଘୁଚାପ ଭାବେ ଉପକୂଳ ଛୁଇଁବାର ସମ୍ଭାବନା ରହିଛି। ଲଘୁଚାପ କ୍ଷେତ୍ରଟି ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ମଧ୍ୟରେ ଉପକୂଳ ଛୁଇଁବା ନେଇ ପାଣିପାଗ  କେନ୍ଦ୍ର ପକ୍ଷରୁ  ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, କିଛି ତଳେ ବାତ୍ୟା  ‘ଗୁଲାବ’  ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଲାଗି ରହିଥିଲା। ବିଶେଷ କରି ଏହାର ପ୍ରଭାବ ଦକ୍ଷିଣ ଓଡ଼ିଶା ଉପରେ ଅଧିକ ପଡ଼ିଥିଲା।  କୋରାପୁଟ ଜିଲ୍ଲାର ପଟ୍ଟାଙ୍ଗୀ ବ୍ଲକରେ ସବୁଠୁ ଅଧିକ ବର୍ଷା ହୋଇଥିଲା। ଏହା ପ୍ରଭାବରେ ବିଜୟନଗରମରୁ କୋରାପୁଟ ରାସ୍ତାର ସୁଙ୍କି ଘାଟିରେ ଭୂସ୍ଖଳନ ହୋଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story