ଆଜିଠୁ ପ୍ରବଳ ବର୍ଷା; ୧୭ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣଂ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ବଙ୍ଗୋପସାଗରରେ ସକ୍ରିୟ ହେବ ଲଘୁଚାପ । ଏହାର ପ୍ରଭାବରେ ୭ ତାରିଖ ଯାଏଁ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସହ ପବନ ହେବାର ସମ୍ଭାବନା ରହିଛି ।  ଏଥିପାଇଁ ରାଜ୍ୟର ୧୭ଟି ଜିଲ୍ଲାରେ ୟେଲୋ ଓ୍ୱାର୍ଣ୍ଣଂ ଜାରି କରିଛି ପାଣିପାଗ ବିଭାଗ। ଏସବୁ ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି ଗଞ୍ଜାମ, ବଲାଙ୍ଗିର, ବୌଦ୍ଧ, କନ୍ଧମାଳ, ମୟୂରଭଞ୍ଜ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଏବଂ ଝାରସୁଗୁଡ଼ା । ଏହି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବ । […]

rain-1

rain-1

Niharika Rout
  • Published: Tuesday, 04 August 2020
  • Updated: 04 August 2020, 07:38 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ବଙ୍ଗୋପସାଗରରେ ସକ୍ରିୟ ହେବ ଲଘୁଚାପ । ଏହାର ପ୍ରଭାବରେ ୭ ତାରିଖ ଯାଏଁ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସହ ପବନ ହେବାର ସମ୍ଭାବନା ରହିଛି ।  ଏଥିପାଇଁ ରାଜ୍ୟର ୧୭ଟି ଜିଲ୍ଲାରେ ୟେଲୋ ଓ୍ୱାର୍ଣ୍ଣଂ ଜାରି କରିଛି ପାଣିପାଗ ବିଭାଗ।

ଏସବୁ ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି ଗଞ୍ଜାମ, ବଲାଙ୍ଗିର, ବୌଦ୍ଧ, କନ୍ଧମାଳ, ମୟୂରଭଞ୍ଜ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଏବଂ ଝାରସୁଗୁଡ଼ା । ଏହି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବ । ସମ୍ବଲପୁର, ବରଗଡ଼ ଓ କୋରାପୁଟ ଜିଲ୍ଲାରେ ମଧ୍ୟ ଜୋର୍ ବର୍ଷାର ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ । ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ଲଘୁଚାପକୁ ଦେଖି ଆସନ୍ତା ୬ ତାରିଖ ଯାଏଁ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି  ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story