ଓଡ଼ିଶାକୁ ଲଘୁଚାପ ଆଣିବ କି ମୌସୁମୀ?

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ଚଳିତବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାକୁ ଆଣିବାର ସମ୍ଭାବନା ରହିଛି। ଆସନ୍ତା ୮ ତାରିଖରେ ବଙ୍ଗୋପସାଗରେ ଏକ ଲଘୁଚାପ ସୃଷ୍ଟି ହେବ। ଏହାର ପ୍ରଭାବରେ ୧୦ ତାରିଖରୁ ରାଜ୍ୟରେ ବଡ଼ ଧରଣର ବର୍ଷାର ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବିଶେଷ କରି ଗଞ୍ଜାମ, ଗଜପତି, ପୁରୀ, ନବରଙ୍ଗପୁର, କୋରାପୁଟ ଓ ଖୋର୍ଦ୍ଧା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେହିପରି କେତେକ ଜିଲ୍ଲାରେ […]

weather

weather

Manoranjan Sial
  • Published: Saturday, 06 June 2020
  • Updated: 06 June 2020, 07:38 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ଚଳିତବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାକୁ ଆଣିବାର ସମ୍ଭାବନା ରହିଛି। ଆସନ୍ତା ୮ ତାରିଖରେ ବଙ୍ଗୋପସାଗରେ ଏକ ଲଘୁଚାପ ସୃଷ୍ଟି ହେବ। ଏହାର ପ୍ରଭାବରେ ୧୦ ତାରିଖରୁ ରାଜ୍ୟରେ ବଡ଼ ଧରଣର ବର୍ଷାର ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବିଶେଷ କରି ଗଞ୍ଜାମ, ଗଜପତି, ପୁରୀ, ନବରଙ୍ଗପୁର, କୋରାପୁଟ ଓ ଖୋର୍ଦ୍ଧା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେହିପରି କେତେକ ଜିଲ୍ଲାରେ ଘଡ଼ଘଡି ସହ ବର୍ଷାର ମଧ୍ୟ ସମ୍ଭାବନା ଥିବା କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ଅନ୍ୟପକ୍ଷରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପୂର୍ବ ଦକ୍ଷିଣ-ପଶ୍ଚିମ ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ପ୍ରବେଶ କରି ଧୀରେ ଧୀରେ ଆଗକୁ ଅଗ୍ରସର ହେଉଛି। ଏହି ପ୍ରକ୍ରିୟା ଯଦି ଜାରି ରହେ, ତେବେ ୨ରୁ ୪ ଦିନ ଭିତରେ ମୌସୁମୀ ବାୟୁ ଓଡ଼ିଶା ଛୁଇଁବ ବୋଲି ଆଶା କରାଯାଉଛି। ଏହାର ଅର୍ଥ ରଜ ସୁଦ୍ଧା ମୌସୁମୀରେ ସାରା ଓଡ଼ିଶା ଭିଜିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story