ଲଘୁଚାପ ପ୍ରଭାବରେ ୮ ପର୍ଯ୍ୟନ୍ତ ପ୍ରବଳ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜସ୍ଥାନରୁ ଓଡ଼ିଶା ଦେଇ ମଣିପୁର ଯାଏ ମନସୁନ୍‌ ଟ୍ରଫ ଲାଇନ ରହିଛି। ଏଥିସହ ଆସନ୍ତା ୪ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ। ୩ ତାରିଖରୁ ରାଜ୍ୟରେ ବର୍ଷା ପରିମାଣ ବଢିବ। ବିଶେଷ କରି ମାଲକାନଗିରି, ନବରଙ୍ଗପୁର, ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, […]

Heavy_Rain

Heavy_Rain

Manoranjan Sial
  • Published: Thursday, 01 August 2019
  • Updated: 01 August 2019, 07:55 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜସ୍ଥାନରୁ ଓଡ଼ିଶା ଦେଇ ମଣିପୁର ଯାଏ ମନସୁନ୍‌ ଟ୍ରଫ ଲାଇନ ରହିଛି। ଏଥିସହ ଆସନ୍ତା ୪ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ। ୩ ତାରିଖରୁ ରାଜ୍ୟରେ ବର୍ଷା ପରିମାଣ ବଢିବ। ବିଶେଷ କରି ମାଲକାନଗିରି, ନବରଙ୍ଗପୁର, ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, କୋରାପୁଟ, କଳାହାଣ୍ଡି, ସୁନ୍ଦରଗଡ଼ ଓ ସମ୍ବଲପୁର ଆଦି ଜିଲ୍ଲା ଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ତେବେ ଜୁନ ଓ ଜୁଲାଇରେ ରାଜ୍ୟର କିଛି ଜିଲ୍ଲାରେ ସ୍ୱାଭାବିକଠାରୁ କମ୍ ବର୍ଷା ହୋଇଥିବା ବେଳେ ଅଗଷ୍ଟ ପ୍ରଥମ ସପ୍ତାହରେ ସ୍ୱାଭାବିକ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୧ ପ୍ରତିଶତ କମ୍‌ ବର୍ଷା ରେକର୍ଡ ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story