୪୦ ଫୁଟ୍ ତଳକୁ ଖସିଲା ଗ୍ୟାସ୍ ସିଲିଣ୍ଡର ବୋଝେଇ ଟ୍ରକ୍‌

ବୌଦ୍ଧ(ଓଡ଼ିଶା ରିପୋର୍ଟର): ୪୦ ଫୁଟ୍ ତଳକୁ ଖସିଲା ଏକ ଗ୍ୟାସ୍‌ ସିଲିଣ୍ଡର ବୋଝେଇ ଟ୍ରକ୍‌ । ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଅନ୍ତର୍ଗତ ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ୱର ଜାତୀୟ ରାଜପଥର ଯୋଗୀପଥର ଠାରେ। ଗତକାଲି ବିଳମ୍ୱିତ ରାତିରେ ଏହି ଦୁର୍ଘଟଣା ଘଟିଛି। ଏଥିରେ ଟ୍ରକ୍‌ ଡ୍ରାଇଭର ଓ ହେଲପର୍ ସମେତ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ପ୍ରଥମେ ପୁରୁଣାକଟକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ସେମାନଙ୍କ ଅବସ୍ଥା […]

77

Jitendra Garnayak
  • Published: Sunday, 11 November 2018
  • , Updated: 11 November 2018, 09:31 AM IST

ବୌଦ୍ଧ(ଓଡ଼ିଶା ରିପୋର୍ଟର): ୪୦ ଫୁଟ୍ ତଳକୁ ଖସିଲା ଏକ ଗ୍ୟାସ୍‌ ସିଲିଣ୍ଡର ବୋଝେଇ ଟ୍ରକ୍‌ । ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଅନ୍ତର୍ଗତ ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ୱର ଜାତୀୟ ରାଜପଥର ଯୋଗୀପଥର ଠାରେ।

ଗତକାଲି ବିଳମ୍ୱିତ ରାତିରେ ଏହି ଦୁର୍ଘଟଣା ଘଟିଛି।

ଏଥିରେ ଟ୍ରକ୍‌ ଡ୍ରାଇଭର ଓ ହେଲପର୍ ସମେତ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ପ୍ରଥମେ ପୁରୁଣାକଟକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ସେମାନଙ୍କ ଅବସ୍ଥା ଗୁରୁତର ହେବାରୁ ବୁର୍ଲା ସ୍ଥାନାନ୍ତର କରାଯାଇଛି।

Related story