ଗଞ୍ଜାମରେ ପୁଣି କଡ଼ା ହେଲା ଲକ୍‌ଡାଉନ୍ କଟକଣା‌

ବ୍ରହ୍ମପୁର (ଓଡ଼ିଶା ରିପୋର୍ଟର): ଗଞ୍ଜାମ ଜିଲ୍ଲାରେ ଜୁନ୍ ୩୦ ତାରିଖ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ କଟକଣାକୁ କଡ଼ାକଡ଼ି କରିଦିଆଯାଇଛି। ଜିଲ୍ଲାରେ ଏବେ କେବଳ ଅତ୍ୟାବଶ୍ୟକ ସାମଗ୍ରୀ ମିଳୁଥିବା ଦୋକାନ ଗୁଡ଼ିକ ସୀମିତ ସମୟ ପାଇଁ ଖୋଲା ରହିବ। ସେହିଭଳି ଗାଡ଼ି ଚଳାଚଳ ଉପରେ ମଧ୍ୟ କଟକଣା ଜାରି କରାଯାଇଛି। ଏକ ସାମ୍ବାଦିକ ସମ୍ମିଳନୀରେ ଗଞ୍ଜାମ ଜିଲ୍ଲାପାଳ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଲକ୍‌ଡାଉନ୍‌ ବେଳେ ସକାଳ ୭ରୁ ୧୨ଟା ପର୍ଯ୍ୟନ୍ତ ଅତ୍ୟାବଶ୍ୟକ ସାମଗ୍ରୀ ମିଳୁଥିବା ଦୋକାନ ଖୋଲା […]

odisha-corona

odisha-corona

Jitendra Garnayak
  • Published: Sunday, 14 June 2020
  • Updated: 14 June 2020, 11:50 AM IST

Sports

Latest News

ବ୍ରହ୍ମପୁର (ଓଡ଼ିଶା ରିପୋର୍ଟର): ଗଞ୍ଜାମ ଜିଲ୍ଲାରେ ଜୁନ୍ ୩୦ ତାରିଖ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ କଟକଣାକୁ କଡ଼ାକଡ଼ି କରିଦିଆଯାଇଛି। ଜିଲ୍ଲାରେ ଏବେ କେବଳ ଅତ୍ୟାବଶ୍ୟକ ସାମଗ୍ରୀ ମିଳୁଥିବା ଦୋକାନ ଗୁଡ଼ିକ ସୀମିତ ସମୟ ପାଇଁ ଖୋଲା ରହିବ। ସେହିଭଳି ଗାଡ଼ି ଚଳାଚଳ ଉପରେ ମଧ୍ୟ କଟକଣା ଜାରି କରାଯାଇଛି। ଏକ ସାମ୍ବାଦିକ ସମ୍ମିଳନୀରେ ଗଞ୍ଜାମ ଜିଲ୍ଲାପାଳ ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି, ଲକ୍‌ଡାଉନ୍‌ ବେଳେ ସକାଳ ୭ରୁ ୧୨ଟା ପର୍ଯ୍ୟନ୍ତ ଅତ୍ୟାବଶ୍ୟକ ସାମଗ୍ରୀ ମିଳୁଥିବା ଦୋକାନ ଖୋଲା ରହିବ। ତେବେ ବସ୍, କାର ଓ ଅଟୋ ଚଳାଚଳ ୩୦ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ।

ଦିନ ୧୨ଟା ପରେ କେହି ଘରୁ ନ ବାହାରିବା ପାଇଁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି। ତା’ସହିତ ରାଜ୍ୟ ସରକାରଙ୍କ ପୂର୍ବ ଘୋଷଣା ଅନୁଯାୟୀ ଜିଲ୍ଲାରେ ଶନି ଓ ରିବବାର ଶଟ୍‌ଡାଉନ୍‌ ନିୟମ ଜାରି ରହିବ। ସେହିପରି ରାତି ୭ରୁ ସକାଳ ୭ ପର୍ଯ୍ୟନ୍ତ କର୍ଫ୍ୟୁ ମଧ୍ୟ ବଳବତ୍ତର ରହିବ।

ସୂଚନାଯୋଗ୍ୟ, ଗଞ୍ଜାମ ଜିଲ୍ଲାରେ ୬୮୨ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ୫୭୮ ଜଣ ସୁସ୍ଥ ହୋଇସାରିଛନ୍ତି। ୯୮ ଜଣ ଚିକିତ୍ସାଧୀନ ଥିବା ବେଳେ ୬ ଜଣଙ୍କ ମୃତ୍ୟୁ ଘଟିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story