ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାତିରେ ଚଳିତ ବର୍ଷର ପ୍ରଥମ ଚନ୍ଦ୍ର ଗ୍ରହଣ ହେବ। ତେବେ ଏହା ଉପଛାୟା ଚନ୍ଦ୍ର ଗ୍ରହଣ ହେଉଥିବାରୁ ଓଡ଼ିଶାରେ ଦୃଶ୍ୟମାନ ହେବ ନାହିଁ। ପାଞ୍ଜିରେ ମଧ୍ୟ ଚନ୍ଦ୍ରଗ୍ରହଣ ନେଇ ଉଲ୍ଲେଖ ନାହିଁ। ତେଣୁ ଶ୍ରୀମନ୍ଦିରରେ କି ଓଡ଼ିଶାରେ ଏହା ପାଳନୀୟ ନୁହେଁ। ଦେବନୀତି ଉପରେ ମଧ୍ୟ ଏହାର କୌଣସି ପ୍ରଭାବ ନାହିଁ ବୋଲି ଜଗନ୍ନାଥ ସଂସ୍କୃତି ବିଶେଷଜ୍ଞ ସୂର୍ଯ୍ୟନାରାୟଣ ରଥ ଶର୍ମା ସୂଚନା ଦେଇଛନ୍ତି।
ବୈଜ୍ଞାନିକ ମତରେ ଏଥରର ଚନ୍ଦ୍ରଗ୍ରହଣକୁ ଖାଲି ଆଖିରେ ଦେଖିବା କଷ୍ଟକର ହେବ। କାରଣ ଏହା ଏକ ଉପଛାୟା ଚନ୍ଦ୍ରଗ୍ରହଣ। ତେଣୁ ଓଡ଼ିଶାରେ ସ୍ପଷ୍ଟ ଦୃଶ୍ୟମାନ ହେବ ନାହିଁ ବୋଲି ଭୁବନେଶ୍ୱର ପଠାଣି ସାମନ୍ତ ପ୍ଲାନେଟାରିୟମ୍ର ଉପ ନିର୍ଦ୍ଦେଶକ ଶୁଭେନ୍ଦୁ ପଟ୍ଟନାୟକ କହିଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଖୁବ୍ଶୀଘ୍ର SCBରେ ଖାଲି ପଡ଼ିଥିବା ପଦବୀ ପୂରଣ କରାଯିବ; ହାଇକୋର୍ଟଙ୍କୁ ଅବଗତ କରାଇଲେ ସ୍ୱାସ୍ଥ୍ୟ ସଚିବ
ଲାଲବାଗ ଥାନା ନିକଟରେ ଶିଶୁ ଭବନ ଗେଟ ସମ୍ମୁଖରେ ଥିବା ଉଠା ଦୋକାନୀଙ୍କ ଭେଣ୍ଡିଂ ଜୋନ ଲାଇସେନ୍ସ ଯାଞ୍ଚ କରିବା ପାଇଁ ସିଏମ୍ସିକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Politics
ନବୀନଙ୍କ ବିରୁଦ୍ଧରେ କଠୋର ହେଲେ ରାଜ୍ୟପାଳ: ୨ଥର ମନାକଲାଣି ଆଇନ ବିଭାଗ, ତଥାପି ଦେଇପାରନ୍ତି ଦୁର୍ନୀତି ମାମଲା ରୁଜୁ ପାଇଁ ଅନୁମତି
ଆଡଭୋକେଟ୍ ସୁଧୀର ଚରଣ ମହାନ୍ତିଙ୍କ ଆବେଦନ ଆଧାରରେ ରାଜ୍ୟପାଳ ମାତ୍ର ୨୦ଦିନ ମଧ୍ୟରେ ଦୁଇ ଦୁଇଥର ଆଇନଗତ ପରାମର୍ଶ ଲୋଡ଼ିବା ପରେ ଏହି ଆଶଙ୍କା ବଢ଼ିବାରେ ଲାଗିଛି ।
Crime
ବିଚ୍ ରାସ୍ତାରେ ଓଆଇସିଙ୍କ ଦାଦାଗିରି, ଫଟୋ ଭାଇରାଲ ପରେ ହେଲା ବଦଳି
କିଛି ଦିନ ତଳେ ରାତିରେ ଟି-ବ୍ରିଜ୍ ଉପରେ ଘଟିଛି ଏହି ଘଟଣା।
Miscellaneous
ନୂଆବର୍ଷରୁ ନୂଆ ବ୍ୟବସ୍ଥା; ବାରିକେଡରେ ଯାଇ ଦର୍ଶନ କରିବେ ଶ୍ରଦ୍ଧାଳୁ
ଓବିସିସି ଦ୍ୱାରା ଡାଇଗ୍ରାମ କରାଯାଇଥିବା ରାଂପ୍ ବ୍ୟବସ୍ଥା ନୂଆବର୍ଷ ପୂର୍ବରୁ ନିର୍ମାଣ ଶେଷ କରାଯିବ। ଯଦିଓ ନୂଆ ଦର୍ଶନ ବ୍ୟବସ୍ଥାର ପୂର୍ଣ୍ଣ ଚିତ୍ର ଆସିନାହିଁ, ତେବେ ସୂଚନା ଅନୁସାରେ ୬ ଲେନ୍ ବିଶିଷ୍ଟ ବ୍ୟାରିକେଡ୍ ନିର୍ମାଣ ହେବ।
Crime
ଲକ୍ଷାଧିକ ଟଙ୍କା ହଡ଼ପ; ଗରିବଙ୍କ ଝାଳ ବୁହା ଧନ ନେଇଗଲେ ପୋଷ୍ଟ ମାଷ୍ଟର!
ଠକାମୀରେ ଶିକାର ହୋଇଥିବା ଜମାକାରୀମାନେ ଆଜି ଲାଞ୍ଜିବର୍ଣ୍ଣା ଉପ-ଡାକଘର ଯାଇଥିଲେ। ସେତେବେଳେ ଡାକଘରେ ତାଲା ଝୁଲୁଥିବା ଦେଖିବାକୁ ମିଳିଥିଲା। ଖବର ନେବାରୁ ଜଣାପଡ଼ିଛି କିଛି ଦିନ ହେଲା ସଂପୃକ୍ତ ପୋଷ୍ଟ ମାଷ୍ଟର ଡାକଘରେ ତାଲା ପକାଇ ଆସୁନାହାନ୍ତି।