କଟକ(ଓଡିଶା ରିପୋର୍ଟର): “ କଟକର ସମାଜସେବୀ ଡି. ପ୍ରକାଶ ରାଓ। କଟକ ସହରରେ ସେ ଜଣେ ଚା’ ବିକାଳୀ ହୋଇ ବି ଗରିବ ବସ୍ତି ଛୁଆଙ୍କ ମଧ୍ୟରେ ଶିକ୍ଷାର ଭାର ନିଜ ମୁଣ୍ଡକୁ ନେଇଛନ୍ତି। ତାଙ୍କର ଏଭଳି ପ୍ରୟାସ ନିଶ୍ଚିତ ଭାବେ ପ୍ରଶଂସନୀୟ। ତାଙ୍କ ଆଶା ଓ ଆଶ୍ୱାସନା ନାଁରେ ଥିବା ସ୍କୁଲ ବସ୍ତି ପିଲାଙ୍କୁ ଶିକ୍ଷା ଆଲୋକ ଦେଖାଉଛି। ବାସ୍ତବିକ୍ ଏହା ଏକ ମହାନ୍ କାର୍ଯ୍ୟ।’’
ନିଜ ମନ୍ କି ବାତ୍ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଟକର ଚା ବାଲା ଭାବେ ପରିଚିତ ଡି. ପ୍ରକାଶ ରାଓଙ୍କ କଥାକୁ ଏମିତି ଢଙ୍ଗରେ ଦେଶବାସୀଙ୍କ ପାଖରେ ପହଞ୍ଚାଇଛନ୍ତି।
ପ୍ରକାଶ ରାଜ୍ୟର ଜଣେ ଚର୍ଚ୍ଚିତ ସମାଜସେବୀ। ବୃତ୍ତିରେ ଚା ବିକି ପରିବାର ଚଳାଉଥିବା ବେଳେ ନିଜ ଆୟର ୫୦% ଅର୍ଥ ସେ ଗରିବ ପିଲାଙ୍କ ଶିକ୍ଷାରେ ଖର୍ଚ୍ଚ କରନ୍ତି। ପ୍ରଧାନମନ୍ତ୍ରୀ ମୋଦି ପ୍ରକାଶ ରାଓଙ୍କ ଏଭଳି ସମାଜସେବାକୁ ଭୂୟସୀ ପ୍ରସଂଶା କରିଛନ୍ତି । ତାଙ୍କ ଜୀବନ ସମସ୍ତଙ୍କ ପାଇଁ ପ୍ରେରଣାଦାୟୀ ବୋଲି ମନ୍ କି ବାତ୍ କାର୍ଯ୍ୟକ୍ରମରେ କହିଛନ୍ତି ପ୍ରଧାନମନ୍ତ୍ରୀ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କେବଳ ଚୋରି, ନା ଅଛି ଆଉ କିଛି କାରଣ; ସୈଫଙ୍କୁ ଛୁରାମାଡ଼ ଘଟଣାରେ ସସପେନ୍ସ ଜାରି
ଅସ୍ତ୍ରୋପଚାର ବେଳେ ସୈଫଙ୍କ ମେରୁଦଣ୍ଡରୁ ବାହାରିଛି ଏକ ଛୁରୀର ଅଂଶ, ଯାହାର ଲମ୍ବ ୨.୫ ଇଞ୍ଚ।
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।