୪ ମାସର ଅଗ୍ରୀମ ମଧୁବାବୁ ପେନସନ୍‌ ଟଙ୍କା ପାଇବେ ହିତାଧିକାରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ହିତାଧିକାରୀ ପାଇବେ ୪ ମାସର ଅଗ୍ରୀମ ମଧୁବାବୁ ପେନସନ୍ ଟଙ୍କା। ସାମାଜିକ ସୁରକ୍ଷା ଓ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ପଣ୍ଡା ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି,  ସେପ୍ଟେମ୍ବର, ଅକ୍ଟୋବର, ନଭେମ୍ବର ଓ ଡିସେମ୍ବର  ଟଙ୍କା ଏକାଥରକେ ଦିଆଯିବ। ସେପ୍ଟେମ୍ବର ମାସରେ ହିଁ ହିତାଧିକାରୀଙ୍କୁ ଏକକାଳୀନ ୪ ମାସର ଟଙ୍କା ଦିଆଯିବାକୁ ନିଷ୍ପତ୍ତି ନିଆଯାଇଛି।

ଆହୁରି ପଢ଼ନ୍ତୁ

ବିବାଦୀୟ ଅଞ୍ଚଳକୁ ନେଇ ଦୁଇ ଦେଶ ମଧ୍ୟରେ ଯୁଦ୍ଧ, ହଜାର ହଜାର ସୈନ୍ୟ ମୁତୟନ

ଚୀନର କ୍ରୁରତା, ହଜାର ହଜାର ଲୋକଙ୍କୁ ଦିଆଯାଉଛି ଅସୁରକ୍ଷିତ କରୋନା ଟିକା

ଗୁଳି କରି ଜଙ୍ଗଲରେ ପୋତି ଦେଇଥିଲେ, ଦେଢ଼ ମାସ ପରେ ବାହାରିଲା ମୃତଦେହ

ଖୁସି ବ୍ୟକ୍ତ କଲେ ପୁଲିସ ଡିଜି; କହିଲେ-ଆଗଉଛି ସ୍ୱାଭିମାନ ଅଞ୍ଚଳ

ସୁସ୍ଥ ହେଲେ ୩୩୭୮ କରୋନା ଆକ୍ରାନ୍ତ, ଆଗରେ କଟକ

କୃଷି ବିଲ୍‌କୁ ପାସ୍‌ କରିବା ବେଳେ ରାଜ୍ୟସଭାର ନିୟମ ଭାଙ୍ଗିଥିଲେ କି ଉପାଧ୍ୟକ୍ଷ?

‘ରାଜଧାନୀର ଧାରଣା ସ୍ଥଳରେ କଡ଼ାକଡ଼ି ହେବ କୋଭିଡ୍‌ ନିୟମ’

ଲଦାଖରେ ମୁତୟନ ହେଲା ଟ୍ୟାଙ୍କ, ବିଯୁକ୍ତ ୪୦ ଡିଗ୍ରୀରେ ବି ଦେଖାଇବ ପରାକ୍ରମ

ସଞ୍ଜୟ-ଫଡନାଭିସ ବୈଠକ ପଛର ଉଦ୍ଦେଶ୍ୟ ‘ସାମ୍ନା’କୁ ସାକ୍ଷାତକାର ନୁହେଁ!

ବଢ଼ୁଛି କରୋନା ସଂକ୍ରମଣ, ବିଡି ଓ ସିଗାରେଟ୍ ଉପରେ ରୋକ୍ ଲଗାଇଲେ ସରକାର

ରାଜନୀତିକ ପରିସ୍ଥିତି ପାଇଁ ଏନଡିଏ ଛାଡ଼ିଛି ଶିରୋମଣି ଅକାଳି ଦଳ: ଅମରିନ୍ଦର

ଗ୍ୟାସ ସିଲିଣ୍ଡରରେ ନିଆଁ ଲାଗି ଗୋଟିଏ ପରିବାରର ୬ ଗୁରୁତର