Advertisment

୪ ମାସର ଅଗ୍ରୀମ ମଧୁବାବୁ ପେନସନ୍‌ ଟଙ୍କା ପାଇବେ ହିତାଧିକାରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ହିତାଧିକାରୀ ପାଇବେ ୪ ମାସର ଅଗ୍ରୀମ ମଧୁବାବୁ ପେନସନ୍ ଟଙ୍କା। ସାମାଜିକ ସୁରକ୍ଷା ଓ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ପଣ୍ଡା ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି,  ସେପ୍ଟେମ୍ବର, ଅକ୍ଟୋବର, ନଭେମ୍ବର ଓ ଡିସେମ୍ବର  ଟଙ୍କା ଏକାଥରକେ ଦିଆଯିବ। ସେପ୍ଟେମ୍ବର ମାସରେ ହିଁ ହିତାଧିକାରୀଙ୍କୁ ଏକକାଳୀନ ୪ ମାସର ଟଙ୍କା ଦିଆଯିବାକୁ ନିଷ୍ପତ୍ତି ନିଆଯାଇଛି।

ଓଏଏସସ୍ତରରେ ଅଦଳବଦଳ

secretariat-odisha-750x430

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ହିତାଧିକାରୀ ପାଇବେ ୪ ମାସର ଅଗ୍ରୀମ ମଧୁବାବୁ ପେନସନ୍ ଟଙ୍କା। ସାମାଜିକ ସୁରକ୍ଷା ଓ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ପଣ୍ଡା ଏହି ସୂଚନା ଦେଇଛନ୍ତି।

Advertisment

ସେ କହିଛନ୍ତି,  ସେପ୍ଟେମ୍ବର, ଅକ୍ଟୋବର, ନଭେମ୍ବର ଓ ଡିସେମ୍ବର  ଟଙ୍କା ଏକାଥରକେ ଦିଆଯିବ। ସେପ୍ଟେମ୍ବର ମାସରେ ହିଁ ହିତାଧିକାରୀଙ୍କୁ ଏକକାଳୀନ ୪ ମାସର ଟଙ୍କା ଦିଆଯିବାକୁ ନିଷ୍ପତ୍ତି ନିଆଯାଇଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe