ଆଜି ବାହାରିପାରେ ମହାପ୍ରସାଦ! ୩ ଦିନ ହେବ ନିରାଶରେ ଫେରୁଛନ୍ତି ଭକ୍ତ
ପୁରୀ(ଓଡ଼ିଶା ରିପୋର୍ଟର): ଲଗାତାର ୩ଦିନ ଧରି ନିରାଶ ପରେ  ଆଜି ବାହାରିପାରେ ମହାପ୍ରଭୁଙ୍କ ମହାପ୍ରସାଦ। ଶ୍ରୀମନ୍ଦିରରେ ଲାଗି ରହିଥିବା ନୀତି ବିଭ୍ରାଟରେ ସୁଧାର ଆସିଥିଲେ ବି ମହାପ୍ରସାଦ ସମସ୍ୟା କିନ୍ତୁ ଦୂର ହୋଇପାରିନାହିଁ। ମହାପ୍ରଭୁଙ୍କୁ କେବଳ ଦର୍ଶନ କରି ଆନନ୍ଦବଜାରରୁ ଖାଲି ହାତରେ ଫେରି ଆସିଥିଲେ ଭକ୍ତ।
ଗତକାଲି ସକାଳଧୂପ ପରେ ଯାତ୍ରାଙ୍ଗି ମହାସ୍ନାନ ଓ ମଧ୍ୟାହ୍ନ ଧୂପ ପାଇଁ ସେବାୟତମାନେ ନିଜ ନିଜର ଦାୟିତ୍ୱ ସମ୍ପାଦନ କରିଥିଲେ। କିଭଳି ଭାବେ ସୁଆର ମହାସୁଆରମାନେ ଶ୍ରୀଜିଉଙ୍କ ନୀତିକାନ୍ତି ଓ ମହାପ୍ରସାଦ ବାହାରିବା କ୍ଷେତ୍ରରେ ସହଯୋଗ ଯୋଗାଇ ଦେବେ ସେନେଇ ଆଲୋଚନା ଜାରି ରହିଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି।
Ordigital Desk
• Published: Thursday, 19 April 2018
• Updated: 19 April 2018, 08:18 AM IST
Sports
Latest News
ପୁରୀ(ଓଡ଼ିଶା ରିପୋର୍ଟର): ଲଗାତାର ୩ଦିନ ଧରି ନିରାଶ ପରେ  ଆଜି ବାହାରିପାରେ ମହାପ୍ରଭୁଙ୍କ ମହାପ୍ରସାଦ। ଶ୍ରୀମନ୍ଦିରରେ ଲାଗି ରହିଥିବା ନୀତି ବିଭ୍ରାଟରେ ସୁଧାର ଆସିଥିଲେ ବି ମହାପ୍ରସାଦ ସମସ୍ୟା କିନ୍ତୁ ଦୂର ହୋଇପାରିନାହିଁ। ମହାପ୍ରଭୁଙ୍କୁ କେବଳ ଦର୍ଶନ କରି ଆନନ୍ଦବଜାରରୁ ଖାଲି ହାତରେ ଫେରି ଆସିଥିଲେ ଭକ୍ତ।
ଗତକାଲି ସକାଳଧୂପ ପରେ ଯାତ୍ରାଙ୍ଗି ମହାସ୍ନାନ ଓ ମଧ୍ୟାହ୍ନ ଧୂପ ପାଇଁ ସେବାୟତମାନେ ନିଜ ନିଜର ଦାୟିତ୍ୱ ସମ୍ପାଦନ କରିଥିଲେ। କିଭଳି ଭାବେ ସୁଆର ମହାସୁଆରମାନେ ଶ୍ରୀଜିଉଙ୍କ ନୀତିକାନ୍ତି ଓ ମହାପ୍ରସାଦ ବାହାରିବା କ୍ଷେତ୍ରରେ ସହଯୋଗ ଯୋଗାଇ ଦେବେ ସେନେଇ ଆଲୋଚନା ଜାରି ରହିଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି।
telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Trending
Photos
Videos