ପୁରୀ(ଓଡ଼ିଶା ରିପୋର୍ଟର): ପୁରୀ ଶ୍ରୀମନ୍ଦିରରେ ରକ୍ତଛିଟା ପଡ଼ିଥିବାରୁ ସକାଳ ନୀତିରେ ସାମାନ୍ୟ ବିଳମ୍ବ ହୋଇଛି । ଭିତରକାଠ ନିକଟରେ ରକ୍ତଛିଟା ଦେଖିବା ପରେ ଶ୍ରୀଜିଉଙ୍କର ହେଲା ମହାସ୍ନାନ। ମହାସ୍ନାନ ନୀତି ସମ୍ପୂର୍ଣ୍ଣ ହେବା ପରେ ପୁଣି ସାଧାରଣ ଭକ୍ତଙ୍କୁ ଦର୍ଶନ ପାଇଁ ଛଡ଼ାଯାଇଛି ।
ପରମ୍ପରା ଅନୁସାରେ ଶ୍ରୀମନ୍ଦିର ଗର୍ଭଗୃହରେ ରକ୍ତ ଛିଟା ଦେଖିଲେ ଠାକୁରଙ୍କ ମହାସ୍ନାନ ନୀତି ହୋଇଥାଏ। ତେବେ ରକ୍ତ ଛିଟା କେଉଁଠୁ ଭିରତକାଠ ନିକଟକୁ ଆସିଲା ତାହା ସ୍ପଷ୍ଟ ହୋଇନି ।
କେମିତି ଶ୍ରୀମନ୍ଦିର ଭିତରେ ରକ୍ତ ଛିଟା ପଡିଲା ତାହା ସ୍ପଷ୍ଟ ଭାବେ ଜଣାପଡିନାହିଁ । ସେ ନେଇ ଅଧିକ ଖୋଳତାଡ ଜାରି ରହିଛି ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Science & Environment
ଆଜି ବର୍ଷର ସବୁଠାରୁ ଛୋଟ ଦିନ
ଭୁବନେଶ୍ୱରରେ ଦିନର ଲମ୍ବ ପ୍ରାୟ ୧୦ ଘଣ୍ଟା ୫୪ ମିନିଟ୍ ୨୪ ସେକେଣ୍ଡ ରହିବ
Weather
ଅବପାତରେ ପରିଣତ ହେଲା ସୁଦୃଶ୍ୟ ଲଘୁଚାପ; ଆଜି ଏହି ସବୁ ଜିଲ୍ଲାରେ ଛେଚିବ
ଆସନ୍ତା ୨ ଦିନ ଯାଏଁ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି ବୋଲି ସୂଚନା ଦେଇଛି ପାଣିପାଗ କେନ୍ଦ୍ର।
Miscellaneous
‘ମୋ ସ୍କୁଲ ଅଭିଯାନ’ର ନାଁ ବଦଳିଲା: ଅଧ୍ୟକ୍ଷ ରହିବେ ମୁଖ୍ୟ ସଚିବ, ମିଳିବ ସର୍ବାଧିକ ୫୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମ୍ୟାଚିଂ ଫଣ୍ଡ
‘ମୋ ସ୍କୁଲ ଅଭିଯାନ’ର ନାମ ପରିବର୍ତ୍ତନ କରି ‘ପଂଚସଖା ଶିକ୍ଷା ସେତୁ’ ରଖିଛନ୍ତି ବିଜେପି ସରକାର। ଏହାକୁ ରାଜନୈତିକ ପ୍ରଭାବରୁ ମୁକ୍ତ ରଖିବାକୁ ମୋହନ ସରକାରଙ୍କ ବଡ଼ ପଦକ୍ଷେପ।
Science & Environment
ପଶ୍ଚିମବଙ୍ଗ ପଳାଇଲା ବାଘୁଣୀ ଜିନ୍ନତ!
ଝାଡ଼ଖଣ୍ଡରୁ ଶିମିଳିପାଳ ନଫେରି ପଶ୍ଚିମବଙ୍ଗ ଗଲା ଜିନ୍ନତ।
Miscellaneous
ପ୍ରାକ୍ ବଜେଟ୍ ପରାମର୍ଶ ବୈଠକ: କେନ୍ଦ୍ର ଅର୍ଥମନ୍ତ୍ରୀଙ୍କ ପାଖରେ ୮ଟି ଦାବି ରଖିଲା ଓଡ଼ିଶା
କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ପ୍ରାକ୍ ବଜେଟ୍ ପରାମର୍ଶ ବୈଠକ। ୨୦୨୫-୨୬ ଆର୍ଥିକବର୍ଷର କେନ୍ଦ୍ରୀୟ ବଜେଟରେ ଓଡ଼ିଶାକୁ ଅଧିକ ପାଣ୍ଠି ଆବଂଟନ ପାଇଁ ଦାବି ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।