ଶ୍ରୀମନ୍ଦିରରେ ରକ୍ତଛିଟା, ସକାଳ ନୀତିରେ ବିଳମ୍ବ

ପୁରୀ(ଓଡ଼ିଶା ରିପୋର୍ଟର): ପୁରୀ ଶ୍ରୀମନ୍ଦିରରେ ରକ୍ତଛିଟା ପଡ଼ିଥିବାରୁ ସକାଳ ନୀତିରେ ସାମାନ୍ୟ ବିଳମ୍ବ ହୋଇଛି । ଭିତରକାଠ ନିକଟରେ ରକ୍ତଛିଟା ଦେଖିବା ପରେ ଶ୍ରୀଜିଉଙ୍କର ହେଲା ମହାସ୍ନାନ।  ମହାସ୍ନାନ ନୀତି ସମ୍ପୂର୍ଣ୍ଣ ହେବା ପରେ ପୁଣି ସାଧାରଣ ଭକ୍ତଙ୍କୁ ଦର୍ଶନ ପାଇଁ ଛଡ଼ାଯାଇଛି । ପରମ୍ପରା ଅନୁସାରେ ଶ୍ରୀମନ୍ଦିର ଗର୍ଭଗୃହରେ ରକ୍ତ ଛିଟା ଦେଖିଲେ ଠାକୁରଙ୍କ ମହାସ୍ନାନ ନୀତି ହୋଇଥାଏ। ତେବେ ରକ୍ତ ଛିଟା କେଉଁଠୁ ଭିରତକାଠ ନିକଟକୁ ଆସିଲା ତାହା ସ୍ପଷ୍ଟ ହୋଇନି । କେମିତି […]

Puri Temple

Puri Temple

Niharika Rout
  • Published: Saturday, 06 March 2021
  • Updated: 06 March 2021, 12:11 PM IST

Sports

Latest News

ପୁରୀ(ଓଡ଼ିଶା ରିପୋର୍ଟର): ପୁରୀ ଶ୍ରୀମନ୍ଦିରରେ ରକ୍ତଛିଟା ପଡ଼ିଥିବାରୁ ସକାଳ ନୀତିରେ ସାମାନ୍ୟ ବିଳମ୍ବ ହୋଇଛି । ଭିତରକାଠ ନିକଟରେ ରକ୍ତଛିଟା ଦେଖିବା ପରେ ଶ୍ରୀଜିଉଙ୍କର ହେଲା ମହାସ୍ନାନ।  ମହାସ୍ନାନ ନୀତି ସମ୍ପୂର୍ଣ୍ଣ ହେବା ପରେ ପୁଣି ସାଧାରଣ ଭକ୍ତଙ୍କୁ ଦର୍ଶନ ପାଇଁ ଛଡ଼ାଯାଇଛି ।

ପରମ୍ପରା ଅନୁସାରେ ଶ୍ରୀମନ୍ଦିର ଗର୍ଭଗୃହରେ ରକ୍ତ ଛିଟା ଦେଖିଲେ ଠାକୁରଙ୍କ ମହାସ୍ନାନ ନୀତି ହୋଇଥାଏ। ତେବେ ରକ୍ତ ଛିଟା କେଉଁଠୁ ଭିରତକାଠ ନିକଟକୁ ଆସିଲା ତାହା ସ୍ପଷ୍ଟ ହୋଇନି ।

କେମିତି ଶ୍ରୀମନ୍ଦିର ଭିତରେ ରକ୍ତ ଛିଟା ପଡିଲା ତାହା ସ୍ପଷ୍ଟ ଭାବେ ଜଣାପଡିନାହିଁ । ସେ ନେଇ ଅଧିକ ଖୋଳତାଡ ଜାରି ରହିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story