ଲିଙ୍ଗରାଜ ମନ୍ଦିରରେ କେତେବେଳେ ଉଠିବ ମହାଦୀପ? ଜିଲ୍ଲାପାଳ ଦେଲେ ସୂଚନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ମାର୍ଚ୍ଚ ୧ ତାରିଖରେ ପଡୁଛି ମହାଶିବରାତ୍ରୀ। ସେଥିପାଇଁ ଆଜି ଭୁବନେଶ୍ୱର ସ୍ଥିତ ଲିଙ୍ଗରାଜ ମନ୍ଦିରରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବସିଥିଲା ସମନ୍ୱୟ ବୈଠକ। ଏଥିରେ ହୋଇଥିବା ନିଷ୍ପତ୍ତି ପ୍ରକାରେ ଲିଙ୍ଗରାଜ ମନ୍ଦିରରେ ରାତି ୧୦ଟାରେ ଉଠିବ ମହାଦୀପ। ଏହି ବୈଠକରେ ଆଉ କିଛି ନିଷ୍ପତ୍ତି ମଧ୍ୟ ନିଆଯାଇଛି। ମନ୍ଦିର ଭିତରେ କୋଭିଡ୍ କଟକଣା ଭିତରେ ଭକ୍ତମାନେ ଦୀପ ଜାଳିପାରିବେ। ମନ୍ଦିରର ଗର୍ଭଗୃହ ଭିତରକୁ ଭକ୍ତମାନେ ଯାଇ ପାରିବେ ନାହିଁ। ଆଡ଼କାଠ ପାଖରୁ ଲିଙ୍ଗରାଜଙ୍କ […]

Lingaraj-Temple

Lingaraj-Temple

Jitendra Garnayak
  • Published: Wednesday, 23 February 2022
  • Updated: 23 February 2022, 08:18 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ମାର୍ଚ୍ଚ ୧ ତାରିଖରେ ପଡୁଛି ମହାଶିବରାତ୍ରୀ। ସେଥିପାଇଁ ଆଜି ଭୁବନେଶ୍ୱର ସ୍ଥିତ ଲିଙ୍ଗରାଜ ମନ୍ଦିରରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବସିଥିଲା ସମନ୍ୱୟ ବୈଠକ। ଏଥିରେ ହୋଇଥିବା ନିଷ୍ପତ୍ତି ପ୍ରକାରେ ଲିଙ୍ଗରାଜ ମନ୍ଦିରରେ ରାତି ୧୦ଟାରେ ଉଠିବ ମହାଦୀପ।

ଏହି ବୈଠକରେ ଆଉ କିଛି ନିଷ୍ପତ୍ତି ମଧ୍ୟ ନିଆଯାଇଛି। ମନ୍ଦିର ଭିତରେ କୋଭିଡ୍ କଟକଣା ଭିତରେ ଭକ୍ତମାନେ ଦୀପ ଜାଳିପାରିବେ। ମନ୍ଦିରର ଗର୍ଭଗୃହ ଭିତରକୁ ଭକ୍ତମାନେ ଯାଇ ପାରିବେ ନାହିଁ। ଆଡ଼କାଠ ପାଖରୁ ଲିଙ୍ଗରାଜଙ୍କ ଦର୍ଶନ କରିପାରିବେ ଭକ୍ତ।

ଏଥର ମନ୍ଦିର ବାହାରେ ସଙ୍ଗରୋଧ କେନ୍ଦ୍ର କରାଯିବ। ଗହଳି ହଟାଇବା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ। କୋଭିଡ ନିୟମକୁ ଗୁରୁତ୍ଵ ଦିଆଯିବ।

ସେହିପରି ନିଷ୍ପତ୍ତି ପ୍ରକାରେ ଶିବରାତ୍ରୀ ଦିନ ରାତି ୩ ଟାରୁ ୩.୩୦ ପର୍ଯ୍ୟନ୍ତ ଅବକାଶ ନୀତି ଅନୁଷ୍ଠିତ ହେବା ସହ ସକାଳ ୫ ଟା ଯାଏଁ ସେବାୟତଙ୍କ ପରିବାର ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ଦର୍ଶନ କରିବେ। ୫ଟା ପରଠାରୁ ସର୍ବସାଧାରଣ ଦର୍ଶନ ପାଇଁ ଅନୁମତି ମିଳିବ।

ମହାଶିବରାତ୍ରୀର ସମସ୍ତ ରୀତିକାନ୍ତି ସୁରୁଖୁରୁରେ ସଂପାଦନ କରିବା ପାଇଁ ସମସ୍ତ ନିଯୋଗ ପୂର୍ଣ୍ଣ ସହଯୋଗ ଦେବେ ବୋଲି ବୈଠକରେ ପ୍ରତିଶ୍ରୁତି ଦେଇଛନ୍ତି। ଶାନ୍ତି ଶୃଙ୍ଖଳିତ ରକ୍ଷା କରିବା ପାଇଁ ପୁଲିସ୍ ବିଭାଗ ସହିତ ଆଲୋଚନା କରାଯାଇଛି। ଟ୍ରାଫିକ ଓ ପାର୍କିଂକୁ ବ୍ୟବସ୍ଥିତ କରାଯିବ ବୋଲି ଖୋର୍ଦ୍ଧା ଜିଲ୍ଲାପାଳ ତଥା ମନ୍ଦିର ଟ୍ରଷ୍ଟ ବୋର୍ଡର ସଭାପତି କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story