ଆଜି ପବିତ୍ର ମହାଳୟା

ପୁରୀ(ଓଡ଼ିଶା ରିପୋର୍ଟର): ଆଜି ପବିତ୍ର ମହାଳୟା ଅମାବାସ୍ୟା। ଆଜି ଦିନରେ ପିତୃପୁରୁଷଙ୍କୁ ପିଣ୍ଡ ଦେବାର ପରମ୍ପରା ରହିଛି । ଏହି ଅବସରରେ ଶ୍ରୀକ୍ଷେତ୍ରରେ ପିତୃପୁରୁଷଙ୍କୁ ପିଣ୍ଡଦାନ ଲାଗି ଶ୍ରଦ୍ଧାଳୁଙ୍କ ପ୍ରବଳ ସମାଗମ ହୋଇଛି। ଶ୍ରୀମନ୍ଦିର ବାଇଶିପାହାଚରେ କିଛି ଶ୍ରଦ୍ଧାଳୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତିଳତର୍ପଣ କରୁଥିବା ବେଳେ ଆଉ କିଏ ମହୋଦଧି ଓ ପଞ୍ଚତୀର୍ଥ ପୁଷ୍କରିଣୀରେ ତର୍ପଣ କରୁଛନ୍ତି। ପିତୃପକ୍ଷରେ ବିଶେଷକରି ପିତା,ପିତାମହ,ପ୍ରପିତାମହ,ମାତା,ପିତାମୟୀ, ପ୍ରପିତାମୟୀ, ମାତାମହ,ପ୍ରମାତାମହ ଓ ବୃଦ୍ଧ ଆଦିଙ୍କ ଉଦ୍ଦେଶ୍ୟରେ ତର୍ପଣ କରାଯିବାର ବିଧି ରହିଛି। ପିତୃପକ୍ଷରେ […]

puri.00

puri.00

Tapaswini Nayak
  • Published: Saturday, 28 September 2019
  • Updated: 28 September 2019, 08:17 AM IST

Sports

Latest News

ପୁରୀ(ଓଡ଼ିଶା ରିପୋର୍ଟର): ଆଜି ପବିତ୍ର ମହାଳୟା ଅମାବାସ୍ୟା। ଆଜି ଦିନରେ ପିତୃପୁରୁଷଙ୍କୁ ପିଣ୍ଡ ଦେବାର ପରମ୍ପରା ରହିଛି । ଏହି ଅବସରରେ ଶ୍ରୀକ୍ଷେତ୍ରରେ ପିତୃପୁରୁଷଙ୍କୁ ପିଣ୍ଡଦାନ ଲାଗି ଶ୍ରଦ୍ଧାଳୁଙ୍କ ପ୍ରବଳ ସମାଗମ ହୋଇଛି। ଶ୍ରୀମନ୍ଦିର ବାଇଶିପାହାଚରେ କିଛି ଶ୍ରଦ୍ଧାଳୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତିଳତର୍ପଣ କରୁଥିବା ବେଳେ ଆଉ କିଏ ମହୋଦଧି ଓ ପଞ୍ଚତୀର୍ଥ ପୁଷ୍କରିଣୀରେ ତର୍ପଣ କରୁଛନ୍ତି।

ପିତୃପକ୍ଷରେ ବିଶେଷକରି ପିତା,ପିତାମହ,ପ୍ରପିତାମହ,ମାତା,ପିତାମୟୀ, ପ୍ରପିତାମୟୀ, ମାତାମହ,ପ୍ରମାତାମହ ଓ ବୃଦ୍ଧ ଆଦିଙ୍କ ଉଦ୍ଦେଶ୍ୟରେ ତର୍ପଣ କରାଯିବାର ବିଧି ରହିଛି।

ପିତୃପକ୍ଷରେ ଶ୍ରୀମନ୍ଦିର ବାଇଶି ପାହାଚରେ ତିଳତର୍ପଣ କଲେ ପିତୃପୁରୁଷ ତୃପ୍ତି ଲାଭ କରିଥାନ୍ତି ବୋଲି ଲୋକଙ୍କ ବିଶ୍ୱାସ ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story