ମହାନଦୀ ଜଳ ବିବାଦ ପ୍ରସଙ୍ଗ: ସଚେତନତା ପାଇଁ ବିଜେଡି କରିବ ମହାସମ୍ମିଳନୀ

<p>ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ବିସ୍ତୁତ ଆଲୋଚନା ଓ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ନେଇ ଆସନ୍ତା ୨୨ ତାରିଖରେ ଭୁବନେଶ୍ୱରରେ ମହାସମ୍ମିଳନୀ କରିବ ବିଜେଡି। ଏହି ମହାସମ୍ମିଳନୀ ପୂର୍ବରୁ ଆଜି ରାଜ୍ୟ କାର୍ଯ୍ୟାଳୟରେ ଦଳ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ହୋଇଥିଲା। ଏଥିରେ ସାଂସଦ ପ୍ରସନ୍ନ ଆଚାର୍ଯ୍ୟ, ମନ୍ତ୍ରୀ ଉଷା ଦେବୀ, ଦେବୀ ମିଶ୍ର, ସଞ୍ଜୟ ଦାସବର୍ମା, ଅରୁଣ ସାହୁ ପ୍ରମୁଖ ନେତା ଓ ଜଳସେଚନ ବିଭାଗର ପୂର୍ବତନ ଯନ୍ତ୍ରୀ ଉପସ୍ଥିତ ଥିଲେ। ମହାସମ୍ମିଳନୀର ରୂପରେଖ କିଭଳି ହେବ ସେନେଇ ବୈଠକରେ ଆଲୋଚନା ହୋଇଛି।</p>

Ordigital Desk
  • Published: Sunday, 15 April 2018
  • Updated: 15 April 2018, 04:49 PM IST

Sports

Latest News

<p>ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ବିସ୍ତୁତ ଆଲୋଚନା ଓ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ନେଇ ଆସନ୍ତା ୨୨ ତାରିଖରେ ଭୁବନେଶ୍ୱରରେ ମହାସମ୍ମିଳନୀ କରିବ ବିଜେଡି। ଏହି ମହାସମ୍ମିଳନୀ ପୂର୍ବରୁ ଆଜି ରାଜ୍ୟ କାର୍ଯ୍ୟାଳୟରେ ଦଳ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ହୋଇଥିଲା। ଏଥିରେ ସାଂସଦ ପ୍ରସନ୍ନ ଆଚାର୍ଯ୍ୟ, ମନ୍ତ୍ରୀ ଉଷା ଦେବୀ, ଦେବୀ ମିଶ୍ର, ସଞ୍ଜୟ ଦାସବର୍ମା, ଅରୁଣ ସାହୁ ପ୍ରମୁଖ ନେତା ଓ ଜଳସେଚନ ବିଭାଗର ପୂର୍ବତନ ଯନ୍ତ୍ରୀ ଉପସ୍ଥିତ ଥିଲେ। ମହାସମ୍ମିଳନୀର ରୂପରେଖ କିଭଳି ହେବ ସେନେଇ ବୈଠକରେ ଆଲୋଚନା ହୋଇଛି।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos