ଆଜି ବିଶ୍ବ ଜଳ ଦିବସ। ମହାନଦୀ ଜଳ ସଂକଟ ନେଇ ବିଧାନ ସଭାରେ ସରଗରମ ସ୍ଥିତି। ମହାନଦୀ ଜଳ ବିବାଦକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ବିଜେଡି ବିଧାୟକ ଦେବି ମିଶ୍ର। ତେବେ କଣ କହିଛନ୍ତି ଶୁଣନ୍ତୁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ହାଟରେ ପଡିଛି ଅଧା ପୋଡ଼ା ମୃତଦେହ, ମିଳୁନି ପରିଚୟ
ମୟୂରଭଞ୍ଜ ଜିଲ୍ଲା କେନ୍ଦୁଜିଆଣୀ ସାପ୍ତାହିକ ହାଟରେ ପଡିରହିଛି ଅଧା ପୋଡ଼ା ଅଜଣା ଶବ। କେହି ଦୁର୍ବୃତ୍ତ ହତ୍ୟା ପରେ ପୋଡି ଦେଇଥିବା ସନ୍ଦେହ କରାଯାଇଛି।
Miscellaneous
ଆଜିଠୁ ରତ୍ନଭଣ୍ଡାର ମରାମତି; ପ୍ରଭାବିତ ହେବନି ଶ୍ରୀଜୀଉଙ୍କ ନୀତିକାନ୍ତି
ସେପ୍ଟେମ୍ବର ୨୧ ଓ ୨୨ ତାରିଖରେ NGRI ଓ ASI ପକ୍ଷରୁ ହୋଇଥିବା ଜିପିଆର୍ ସର୍ଭେ ରିପୋର୍ଟ ଆଧାରରେ ଏବଂ ରାଜ୍ୟ ସରକାରଙ୍କ ଏସଓପି ଭିତ୍ତିରେ ହେବ ମରାମତି କାମ।
Politics
ଜାନୁଆରୀରେ ଦୁଇ ଥର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ
ଜାନୁଆରୀ ୨୭ ଓ ୨୮ତାରିଖ ‘ଉତ୍କର୍ଷ ଓଡ଼ିଶା’ କନ୍କ୍ଲେଭ ଭୁବନେଶ୍ୱରରେ ଆୟୋଜିତ ହେବ। ସେଥିରେ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେବ।
Weather
କମିବ ଶୀତ, ବଢ଼ିବ ତାପମାତ୍ରା; ହୋଇପାରେ ବର୍ଷା
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ଆଗାମୀ ୪୮ ଘଣ୍ଟା ଭିତରେ କୋରାପୁଟ ଓ କନ୍ଧମାଳରେ ଘନ କୁଡୁଡି ହେବାର ସମ୍ଭାବନା ରହିଛି।