ମାହାଙ୍ଗା ଅଞ୍ଚଳରେ ନିର୍ବାଚନୀ ହିଂସା

କଟକ: ଭୋଟ ଗ୍ରହଣ ପୂର୍ବରୁ ମାହାଙ୍ଗା ଅଞ୍ଚଳରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ନୃତାଙ୍ଗ ପଞ୍ଚାୟତର ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ଏହି ଘଟଣାରେ ଜଣେ ସମିତି ସଭ୍ୟ ପ୍ରାର୍ଥୀଙ୍କ ସମେତ ୬ ଜଣଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେହିପରି ନିଶ୍ଚିତକୋଇଲି ବ୍ଲକ ଜୟରାମ ପଞ୍ଚାୟତ କାର୍ଯ୍ୟାଳୟରେ କିଛି ଲୋକ ନିଆଁ ଲଗାଇ ଦେଇଥିବା ଅଭିଯୋଗ ହୋଇଛି। ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡରେ […]

ctc

ctc

Rakesh Mallick
  • Published: Monday, 13 February 2017
  • Updated: 13 February 2017, 10:14 AM IST

Sports

Latest News

କଟକ: ଭୋଟ ଗ୍ରହଣ ପୂର୍ବରୁ ମାହାଙ୍ଗା ଅଞ୍ଚଳରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ନୃତାଙ୍ଗ ପଞ୍ଚାୟତର ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ଏହି ଘଟଣାରେ ଜଣେ ସମିତି ସଭ୍ୟ ପ୍ରାର୍ଥୀଙ୍କ ସମେତ ୬ ଜଣଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରୁଛି।

ସେହିପରି ନିଶ୍ଚିତକୋଇଲି ବ୍ଲକ ଜୟରାମ ପଞ୍ଚାୟତ କାର୍ଯ୍ୟାଳୟରେ କିଛି ଲୋକ ନିଆଁ ଲଗାଇ ଦେଇଥିବା ଅଭିଯୋଗ ହୋଇଛି। ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡରେ ପଞ୍ଚାୟତ କାର୍ଯ୍ୟାଳୟର ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ପୋଡି ନଷ୍ଟ ହୋଇଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos