Advertisment

ନବୀନ ନିବାସକୁ ଧସେଇ ପଶିବାକୁ ଉଦ୍ୟମ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ମହିଳାଙ୍କ ପ୍ରତି ବଢୁଥିବା ଅତ୍ୟାଚାରର ପ୍ରତିବାଦ କରି ମହିଳା କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇଛି। ଏହାସହ ମହିଳା କଂଗ୍ରେସର କର୍ମୀମାନେ ନବୀନ ନିବାସକୁ ଧସେଇ ପଶିବାକୁ ଉଦ୍ୟମ କରିଥିଲେ। ରାଜ୍ୟରେ ମହିଳାଙ୍କ ପ୍ରତି ବଢ଼ି ଚାଲିଥିବା ହିଂସା, ଧର୍ଷଣ ଓ ସେବାଶ୍ରମରେ ନାବାଳିକା ଗର୍ଭବତୀ ଘଟଣାକୁ ମହିଳା କଂଗ୍ରେସ ନିନ୍ଦା କରିଥିଲା। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜବାବ ରଖିବାକୁ ଗତ ୪ ତାରିଖରେ ଚେତାବନୀ ଦେଇଥିଲା। ତେବେ ଏନେଇ ମୁଖ୍ୟମନ୍ତ୍ରୀ କୌଣସି ପ୍ରତିକ୍ରିୟା […]

ଅଦ୍ୟତନ ହୋଇଛି
ନବୀନ ନିବାସକୁ ଧସେଇ ପଶିବାକୁ ଉଦ୍ୟମ

congress-proteset

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ମହିଳାଙ୍କ ପ୍ରତି ବଢୁଥିବା ଅତ୍ୟାଚାରର ପ୍ରତିବାଦ କରି ମହିଳା କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇଛି। ଏହାସହ ମହିଳା କଂଗ୍ରେସର କର୍ମୀମାନେ ନବୀନ ନିବାସକୁ ଧସେଇ ପଶିବାକୁ ଉଦ୍ୟମ କରିଥିଲେ।

Advertisment

congress-protesetରାଜ୍ୟରେ ମହିଳାଙ୍କ ପ୍ରତି ବଢ଼ି ଚାଲିଥିବା ହିଂସା, ଧର୍ଷଣ ଓ ସେବାଶ୍ରମରେ ନାବାଳିକା ଗର୍ଭବତୀ ଘଟଣାକୁ ମହିଳା କଂଗ୍ରେସ ନିନ୍ଦା କରିଥିଲା। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜବାବ ରଖିବାକୁ ଗତ ୪ ତାରିଖରେ ଚେତାବନୀ ଦେଇଥିଲା। ତେବେ ଏନେଇ ମୁଖ୍ୟମନ୍ତ୍ରୀ କୌଣସି ପ୍ରତିକ୍ରିୟା ନଖିବା ପରେ ମହିଳା କଂଗ୍ରେସ ଆନ୍ଦୋଳନକୁ ଓହ୍ଲାଇଥିଲା।

ହାତରେ କଳା ବେଲୁନ୍‌ ଧରିବା ସହ ଟମାଟ ମାଡ଼ କରିଥିଲେ। ତେବେ ନବୀନ ନିବାସକୁ ଧସେଇ ପଶିବା ପାଇଁ ଉଦ୍ୟମ କରୁଥିବାବେଳେ ପୁଲିସ୍ ୫୦ରୁ ଅଧିକ କର୍ମୀଙ୍କୁ ଉଠାଇ ନେଇଥିଲା।

Advertisment

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe