ମହିଳା କ୍ୟାଡର ମାଓବାଦୀ ପାଲୋର ଆତ୍ମସମର୍ପଣ

ରାଉରକେଲା: ଜଣେ ମହିଳା କ୍ୟାଡର ମାଓବାଦୀ ଆଜି ରାଉରକେଲା ପୋଲିସ୍‌ ନିକଟରେ ଆତ୍ମସମର୍ପଣ କରିଛନ୍ତି।  ତାଙ୍କ ନାଁ ପାଲୋ। ତାଙ୍କ ଘର ଝାଡଖଣ୍ଡର ପଶ୍ଚିମ ସିଂହଭୁମ ଜିଲ୍ଲା ଅନ୍ତର୍ଗତ ବାଲିବ ଗାଁରେ। ପାଲୋଙ୍କ ନାଁରେ ଏକ ଲକ୍ଷ ଟଙ୍କାର ପୁରସ୍କାର ଥିଲା।

ମାଓବାଦୀଙ୍କ କାର୍ଯ୍ୟକଳାପରେ ଅତିଷ୍ଠ ହୋଇ ସେ ଆତ୍ମସମର୍ପଣ କରିଥିବା  କହିଛନ୍ତି।

ଗତବର୍ଷ ସେପ୍ଟେମ୍ବର ୯ ତାରିଖରେ ପାଲୋର ଝିଅ ସପନ ମାଓ ସଂଗଠନ ଛାଡ଼ି ରାଉରକେଲା ପୋଲିସ୍‌ ନିକଟରେ ଆତ୍ମସମର୍ପଣ କରିଥିଲେ।

ଆହୁରି ପଢ଼ନ୍ତୁ

ଏଥର ଓଡ଼ିଶା ବାହାରେ ହେବ OJEE ପରୀକ୍ଷା କେନ୍ଦ୍ର

ଦିଲ୍ଲୀପ ବିଶୋୟୀ ହେବେ ରାଜ୍ୟ ସୂଚନା କମିଶନର!

ଯୁକ୍ତ ଦୁଇ ବିଜ୍ଞାନରେ ମୋଟ ୭ ପିଲା, ଜଣେ ଫର୍ମ ଫିଲପ୍ କରି ପରୀକ୍ଷା ଦେଲେନି-ଜିରୋ ରେଜଲ୍ଟ

ଆରୋଗ୍ୟ ହେଲେ ୧୪୨୨ କରୋନା ଆକ୍ରାନ୍ତ

ସ୍ୱତନ୍ତ୍ର ସଚିବ ଅଜୟ ଦାସଙ୍କୁ ଗିରଫ କଲା ଭିଜିଲାନ୍ସ

ଆଳିପିଙ୍ଗଳ ଜେଲରେ ୨୧ ବନ୍ଦୀଙ୍କୁ କରୋନା

ଅଗଷ୍ଟରେ ବଢ଼ୁଛି ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱରରୁ ୨୩୭ କରୋନା ଆକ୍ରାନ୍ତ ଚିହ୍ନଟ, ସେଥିରୁ ୧୦୫ ଲୋକାଲ୍‌ କେସ

ସ୍ୱାଧୀନତା ଦିବସରେ ସ୍କୁଲକୁ ଆସିବେନି ଛାତ୍ରଛାତ୍ରୀ

ନିଜେ ଲିଭି ୬ ଜଣଙ୍କ ଜୀବନ ଦୀପ ଜଳାଇଥିଲେ, ସୂରଜଙ୍କ ନାଁରେ ଆରମ୍ଭ ହେଲା ସ୍ୱର୍ଣ୍ଣିମ ଅଧ୍ୟାୟ

ପିଇଓଙ୍କୁ ଅଟକ ରଖିଲେ ଲୋକ, ଗାଁରେ ପହଞ୍ଚିଲେ ବିଡିଓ

ବ୍ରହ୍ମପୁରରେ ୩୧% ଲୋକଙ୍କଠାରେ ଆଣ୍ଟିବଡ଼ି ବିକଶିତ ହୋଇଛି: ଡାକ୍ତର ସଂଘମିତ୍ରା ପତି