ପୁରୀ: ରଥରେ ଚଢ଼ି ମହିଳା ଭକ୍ତ ଦିଅଁ ଦର୍ଶନ କରିବା ଘଟଣାର ତଦନ୍ତ କରିବେ ପୁରୀ ଜିଲ୍ଲାପାଳ ଓ ଏସପି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସୁରେଶ ମହାପାତ୍ର ଏ ନେଇ ଚିଠିରେ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ରଥରେ ଚଢ଼ିଥିବା ମହିଳାଙ୍କ ପରିଚୟ ସଂଗ୍ରହ କରିବାକୁ ସେ କହିଛନ୍ତି ଓ ମହିଳା ଜଣକ ହାଇକୋର୍ଟଙ୍କ ନେର୍ଦ୍ଦଶ ଅବମାନନା କରିଥିବାରୁ ତାଙ୍କ ବିରୋଧରେ କ୍ରିମିନାଲ୍ କେଶ୍ କରିବାକୁ ପରାମର୍ଶ ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ପୁଅ ଜନ୍ମ ଦିନକୁ ଖାସ କରିବାକୁ ପ୍ରୟାସ, ଆୟୋଜନ କଲେ ରକ୍ତଦାନ ଶିବିର
ସବୁ ବାପାମା’ ନିଜ ପିଲାଙ୍କ ଜନ୍ମ ଦିନକୁ ଧୁମଧାମରେ ପାଳନ କରିଥାନ୍ତି। ଏଥିପାଇଁ କିଏ ବଡ଼ ପାର୍ଟିର ଆୟୋଜନ କରିଥାଏ ତ କିଏ ବନ୍ଧୁବାନ୍ଧବଙ୍କୁ ଭୋଜି ଭାତରେ ଆପାୟିତ କରି ଖୁସି ହୋଇଥାଏ।
Crime
୬ ମାସ ଶିଶୁପୁତ୍ରର ସନ୍ଦେହଜନକ ମୃତ୍ୟୁ; ବାପାମା’ ହତ୍ୟା କରିଥିବା ଅଭିଯୋଗ
ଶିଶୁଟିକୁ ତାର ବାପାମା’ ହତ୍ୟା କରିଥିବା ଅଭିଯୋଗ ଆଣି ଥାନାରେ ଦ୍ୱାରସ୍ଥ ହୋଇଛନ୍ତି ଗ୍ରାମବାସୀ।
Crime
କେରଳରୁ ବନ୍ଧା ହେଲେ ଅଭିଯୁକ୍ତ, ବର୍ଷେ ତଳେ ପତ୍ନୀଙ୍କୁ ହାଣି ଫେରାର ହୋଇଥିଲେ
ବର୍ଷେ ତଳେ ବ୍ରହ୍ମପୁର ସହରରେ ଅତି ନିର୍ମମ ଭାବେ ପତ୍ନୀଙ୍କୁ ହତ୍ୟା କରିଥିଲେ। ଏହାପରେ ଫେରାର ହୋଇ ଯାଇଥିଲେ ଅଭିଯୁକ୍ତ। ମାତ୍ର ବର୍ଷେ ପରେ ପୁଲିସ୍ ଜାଲରେ ପଡ଼ିଛନ୍ତି ଅଭିଯୁକ୍ତ।
Crime
କୋଟିପତି ଉପଜିଲ୍ଲାପାଳଙ୍କୁ ବାନ୍ଧିଲା ଭିଜିଲାନ୍ସ
ଗତକାଲି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଥିଲା
Accident
ନିଜ ବିଲକୁ ଯାଇଥିଲେ ଚାଷୀ, ମାରିଲା କରେଣ୍ଟ
ପାଚିଲା ଧାନ ଦେଖିବାକୁ ନିଜ ବିଲକୁ ଯାଇଥିଲେ ଚାଷୀ। ମାତ୍ର ଘଟିଗଲା ଅଘଟଣ । ପଡ଼ୋଶୀଙ୍କ ତାର ବାଡ଼ରେ ହାତ ପଡ଼ିଯିବାରୁ ମାରିଲା କରେଣ୍ଟ ଓ ସେଠାରେ ହିଁ ସେ ଟଳି ପଡ଼ିଲେ।