ଓଏଏସସ୍ତରରେ ବଡ଼ଧରଣର ଅଦଳବଦଳ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) : ରାଜ୍ୟ ସରକାର ଆଜି ବରିଷ୍ଠ ଓଏଏସସ୍ତରରେ ଅଦଳବଦଳ କରିଛନ୍ତି। ବରିଷ୍ଠ ଓଏଏସସ୍ତରରେ ୧୭ ଜଣ ଓ କନିଷ୍ଠ ଓଏଏସସ୍ତରରେ ୩୮ଜଣ ଅଫିସରଙ୍କ ବଦଳି ହୋଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ବରିଷ୍ଠ ଓଏଏସ୍ ପ୍ରଦୀପ୍ତ କୁମାର ସାହାଣୀଙ୍କୁ ଓଡ଼ିଶା ଉଠା ଜଳସେଚନ ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ ବଦଳି କରାଯାଇଥିବାବେଳେ ବିଶ୍ୱଜିତ୍ ବିଶ୍ୱାଳଙ୍କୁ ଜଳସମ୍ପଦ ବିଭାଗର ଅତିରିକ୍ତ ସଚିବ, ବିଶ୍ୱନାଥ ସାହୁଙ୍କୁ ବୁର୍ଲା ମେଡିକାଲ କଲେଜ ଓ ହସ୍ପିଟାଲର […]

secretariat-odisha-750x430

secretariat-odisha-750x430

Manoranjan Sial
  • Published: Saturday, 31 August 2019
  • Updated: 31 August 2019, 10:20 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) : ରାଜ୍ୟ ସରକାର ଆଜି ବରିଷ୍ଠ ଓଏଏସସ୍ତରରେ ଅଦଳବଦଳ କରିଛନ୍ତି। ବରିଷ୍ଠ ଓଏଏସସ୍ତରରେ ୧୭ ଜଣ ଓ କନିଷ୍ଠ ଓଏଏସସ୍ତରରେ ୩୮ଜଣ ଅଫିସରଙ୍କ ବଦଳି ହୋଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ବରିଷ୍ଠ ଓଏଏସ୍ ପ୍ରଦୀପ୍ତ କୁମାର ସାହାଣୀଙ୍କୁ ଓଡ଼ିଶା ଉଠା ଜଳସେଚନ ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ ବଦଳି କରାଯାଇଥିବାବେଳେ ବିଶ୍ୱଜିତ୍ ବିଶ୍ୱାଳଙ୍କୁ ଜଳସମ୍ପଦ ବିଭାଗର ଅତିରିକ୍ତ ସଚିବ, ବିଶ୍ୱନାଥ ସାହୁଙ୍କୁ ବୁର୍ଲା ମେଡିକାଲ କଲେଜ ଓ ହସ୍ପିଟାଲର ପ୍ରଶାସନିକ ଅଧିକାରୀ, ବିଶ୍ୱଜିତ୍ କେଶନ ସାହୁଙ୍କୁ ଓଡ଼ିଶା ରାଜ୍ୟ ଯୋଗାଣ ନିଗମର ପରିଚାଳନା ନିର୍ଦ୍ଦେଶକ, ପ୍ରତାପ କୁମାର ମିଶ୍ରଙ୍କୁ ଜଳସମ୍ପଦ ବିଭାଗର ଯୁଗ୍ମ ସଚିବ ଭାବେ ବଦଳି କରାଯାଇଛି।

ସେହିପରି ଓଏଏସ୍ ଅଜୟ କୁମାର ଜେନାଙ୍କୁ ଶ୍ରୀଜଗନ୍ନାଥ ମନ୍ଦିରର ପ୍ରଶାସନିକ ଅଫିସର(ଉନ୍ନୟନ) ଓ ଜିତେନ୍ଦ୍ର କୁମାର ସାହୁଙ୍କୁ ଶ୍ରୀଜଗନ୍ନାଥ ମନ୍ଦିରର ପ୍ରଶାସନିକ ଅଫିସର(ନୀତି) ଭାବେ ବଦଳି କରାଯାଇଛି। ଯୁଗଳେଶ୍ୱରୀ ଦାସଙ୍କୁ ବୌଦ୍ଧ ଅତିରିକ୍ତ ଜିଲ୍ଲାପାଳ, ବିନୟ କୁମାର ଦାସଙ୍କୁ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗର ଯୁଗ୍ମ ସଚିବ ଭାବେ ବଦଳି କରାଯାଇଥିବାବେଳେ ତାଙ୍କୁ ପୁରୀ ଅତିରିକ୍ତ ଜିଲ୍ଲାପାଳ(ଆରଆଣ୍ଡଆର) ଭାବେ ଡେପୁଟେସନରେ ପଠାଯାଇଛି। ସେହିପରି ବିଧାନ ଚନ୍ଦ୍ର ରାୟଙ୍କୁ ନୟାଗଡ଼ ଅତିରିକ୍ତ ଜିଲ୍ଲାପାଳ, ସୁଭାଶୀଷ ମାନସିଂହଙ୍କୁ କଟକସ୍ଥିତ ସର୍ଭେ ଆଣ୍ଡ ମ୍ୟାପ ପବ୍ଲିକେସନର ଯୁଗ୍ମ ନିର୍ଦ୍ଦେଶକ, ସନ୍ତୋଷ କୁମାର ଦାସଙ୍କୁ ରାୟଗଡ଼ା ଅତିରିକ୍ତ ଜିଲ୍ଲାପାଳ, ସୁଧାକର ଶବରଙ୍କୁ ଓଡ଼ିଶା ଯୋଗାଣ ନିଗମର ଜେନେରାଲ ମ୍ୟାନେଜର, ପ୍ରକାଶ ଚନ୍ଦ୍ର ବେହେରାଙ୍କୁ ବୀରମହାରାଜପୁର ଉପଜିଲ୍ଲାପାଳ, କୁସାଲ ଚନ୍ଦ୍ର ନାଏକଙ୍କୁ କେନ୍ଦୁଝରସ୍ଥିତ କାନପୁର ଜଳସେଚନ ପ୍ରକଳ୍ପର ପ୍ରକଳ୍ପ ନିର୍ଦ୍ଦେଶକ(ଆରଆଣ୍ଡଆର), ସନ୍ତୋଷ କୁମାର ସିଂଙ୍କୁ ଭବାନୀପାଟଣା ଉପଜିଲ୍ଲାପାଳ ଓ କ୍ଷୀରାବ୍ଦୀ ବେହେରାଙ୍କୁ ମାଲକାନଗିରି ଆଇଟିଡିଏର ପିଏ ଭାବେ ବଦଳି କରାଯାଇଛି।

ଏମାନଙ୍କ ବ୍ୟତୀତ ଆଜି ୩୮ଜଣ କନିଷ୍ଠ ପାହ୍ୟାର ଓଏଏସ୍ ଅଧିକାରୀଙ୍କୁ ବିଭିନ୍ନ ସ୍ଥାନରେ ଅତିରିକ୍ତ ତହସିଲଦାର ଓ ଆସିଷ୍ଟାଣ୍ଟ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି। ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ଏହି କନିଷ୍ଠ ପାହ୍ୟାର ଅଫିସରମାନଙ୍କ ବଦଳି ସଂକ୍ରାନ୍ତ ବିଜ୍ଞପ୍ତି ଜାରି ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story