ମାଲକାନାଗିରି: ଘାଟିରେ ଅଟୋ ଓଲଟି ୭ ଗୁରୁତର

ମାଲକାନାଗିରି: ଆଜି ସକାଳେ ମାଲକାନାଗିରି ଜିଲ୍ଲା ଏମ୍‌ଭି-୨୬ ଘାଟିରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ନେଇ ଯାଉଥିବା ଏକ ଅଟୋ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ଜଣେ ମହିଳାଙ୍କ ସମେତ ୭ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ କାଲିମେଳା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମହିଳାଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି। ଦୁର୍ଘଟଣା ପରେ ଅଟୋ ଚାଳକ ଫେରାର ହୋଇଯାଇଛି।

makalgiri

Rakesh Mallick
  • Published: Thursday, 25 August 2016
  • , Updated: 25 August 2016, 04:10 PM IST

ମାଲକାନାଗିରି: ଆଜି ସକାଳେ ମାଲକାନାଗିରି ଜିଲ୍ଲା ଏମ୍‌ଭି-୨୬ ଘାଟିରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ନେଇ ଯାଉଥିବା ଏକ ଅଟୋ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ଜଣେ ମହିଳାଙ୍କ ସମେତ ୭ ଜଣ ଆହତ ହୋଇଛନ୍ତି।

ଆହତମାନଙ୍କୁ କାଲିମେଳା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମହିଳାଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି। ଦୁର୍ଘଟଣା ପରେ ଅଟୋ ଚାଳକ ଫେରାର ହୋଇଯାଇଛି।

Related story