ପୁରୀ(ଓଡ଼ିଶା ରିପୋର୍ଟର): ପବିତ୍ର ମକର ସଂକ୍ରାନ୍ତି ନୀତି ଅବସରରେ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନିକଟରେ ମକର ଚାଉଳ ପ୍ରସାଦ ଲାଗି ହେବାର ପରମ୍ପରା ରହିଛି । ବିଧି ପରମ୍ପରା ଅନୁଯାୟୀ ମହାଲକ୍ଷ୍ମୀ ଧନୁସଂକ୍ରାନ୍ତି ଦିନ ବାପଘରକୁ ଚାଲି ଯାଇଥିଲେ । ଫଳରେ ଏକ ମାସ ଧରି ମହାପ୍ରଭୁ ମା’ ଯଶୋମତୀଙ୍କ ହାତରୁ ପହିଲିଭୋଗ ପାଉଥିଲେ ଲକ୍ଷ୍ମୀ ଠାକୁରାଣୀ ।
ପିତ୍ରାଳୟରୁ ମକର ସଂକ୍ରାନ୍ତି ଦିନ ମକର ଚାଉଳ ଧରି ବଡ ଦେଉଳକୁ ପ୍ରତ୍ୟାବର୍ତ୍ତନ କରିବା ପରେ ମହାପ୍ରଭୁଙ୍କ ନିକଟରେ ମକର ଚାଉଳ ଲାଗି ହୋଇଥାଏ । ଆଜି ମହାପ୍ରଭୁ ମକର ଚୌରାସି ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ । ଏଥର କୋଭିଡ୍ ଯୋଗୁଁ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ଥିବାରୁ ଏହି ଦୁର୍ଲ୍ଲଭ ବେଶ ଦର୍ଶନ ପାଇବେ ନାହିଁ ଭକ୍ତ । ସେପଟେ ସୂର୍ଯ୍ୟଦେବଙ୍କର ଉତ୍ତରାୟଣ ଯାତ୍ରା ଯୋଗୁଁ ଆଜିଠାରୁ ଶୀତ କମିଥାଏ ଓ ଗରମ ବଢିଥାଏ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ପୁଣି ଆଳୁ ଅଟକାଇଲେ ମମତା, ବିଜେଡି-ବିଜେପି ଦୋଷ ଲଦାଲଦି
ଗତକାଲିଠୁ ସୀମାରେ ଅଟକିଛି ଶହ ଶହ ଆଳୁ ଗାଡ଼ି। ଆଳୁ ରପ୍ତାନୀ ଉପରେ କଟକଣା ଲଗାଇଛନ୍ତି ପଶ୍ଚିମବଙ୍ଗ ସରକାର। ପରସ୍ପର ଉପରେ ଦୋଷ ଲଦିଲେ ବିଜେଡି-ବିଜେପି।
Crime
କାର୍ ହେଡ୍ଲାଇଟ୍ରେ ହେଉଥିଲା ଗଞ୍ଜେଇ ଚାଲାଣ
କାର ହେଡ୍ ଲାଇଟ୍ ଓ ଡିକି ତଳେ ଗଞ୍ଜେଇ ଥିବା ଅବକାରୀ ବିଭାଗ ଜାଣିବାକୁ ପାଇଥିଲା। ପରେ କାର୍ ଲାଇଟ୍ ଖୋଲି ଗଞ୍ଜେଇ ଜବତ କରାଯାଇଥିଲା।
Miscellaneous
ଭୀମସାରରୁ ଚୋରି ନବଜାତ ଶିଶୁପୁତ୍ର ଉଦ୍ଧାର
ଘଟଣାରେ ସଂପୃକ୍ତ ମହିଳା ଓ ତାଙ୍କ ସ୍ୱାମୀ ଅଟକ। ଚୋରିର ଉଦ୍ଦେଶ୍ୟ ଜଣାପଡି ନାହିଁ, ଅଧିକ ତଦନ୍ତ କରୁଛି ପୁଲିସ।
Miscellaneous
କଟକ ସହରରେ ଡେଙ୍ଗୁ ମଶାଙ୍କ ପ୍ରାଦୁର୍ଭାବକୁ ନେଇ ଉଦ୍ବେଗ ପ୍ରକାଶ କଲେ ହାଇକୋର୍ଟ
ଡେଙ୍ଗୁ ମଶାଙ୍କ ପ୍ରାଦୁର୍ଭାବକୁ ନେଇ ହୋଇଥିବା ଜନସ୍ୱାର୍ଥ ମାମଲାକୁ ଗ୍ରହଣ କରିଛନ୍ତି ହାଇକୋର୍ଟ। କୋର୍ଟ ଉଦବେଗ ପ୍ରକାଶ କରି କହିଛନ୍ତି, ସନ୍ଧ୍ୟା ୫ ଟା ହେଲେ ସହରବାସୀ କବାଟ ଓ ଝରକା ବନ୍ଦ କରି ଦେଉଛନ୍ତି।
Entertainment
ହିନ୍ଦୀ ସିନେମା ‘ସାବରମତୀ ରିପୋର୍ଟ’କୁ ଟିକସମୁକ୍ତ କଲେ ଓଡ଼ିଶା ସରକାର
ଓଡ଼ିଶାର ଜନସାଧାରଣଙ୍କ ଭାବନାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ। ‘ଦି ସାବରମତୀ ରିପୋର୍ଟ’କୁ କରମୁକ୍ତ ଘୋଷଣା କରିବାରେ ଓଡ଼ିଶା ହେଉଛି ଦେଶର ସପ୍ତମ ବିଜେପି ଶାସିତ ରାଜ୍ୟ।