ହତ୍ୟା ମାମଲା ରୁଜୁ ହେବା ପରେ ବଦଳିଲେ ମାଲକାନଗିରି ଜିଲ୍ଲାପାଳ

ମାଲକାନଗିରି (ଓଡ଼ିଶା ରିପୋର୍ଟର): ହତ୍ୟା ମାମଲା ରୁଜୁ ହେବା ପରେ ମାଲକାନଗିରି ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କୁ ସରକାର ବଦଳି କରି ଦେଇଛନ୍ତି। ତାଙ୍କୁ ଯୋଜନା ଓ ସଂଯୋଜନା ବିଭାଗର ଉପସଚିବ ଭାବେ ନିଯୁକ୍ତି ଦିଆଯାଇଛି। ଅନ୍ୟପକ୍ଷରେ ତାଙ୍କ ସ୍ଥାନରେ ୱାଇ. ବିଜୟଙ୍କୁ ନୂଆ ଜିଲ୍ଲାପାଳ ଭାବେ ନିଯୁକ୍ତି ଦିଆଯାଇଛି। ଗତକାଲି ମାଲକାନଗିରି ଏସଡିଜିଏମ କୋର୍ଟ ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କ ନାଁରେ ହତ୍ୟା ମାମଲା ରୁଜୁ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଜିଲ୍ଲାପାଳଙ୍କ ସମେତ ୪ଜଣଙ୍କ ନାଁରେ ମାମଲା ରୁଜୁ […]

malkangiri

malkangiri

Jitendra Garnayak
  • Published: Monday, 16 November 2020
  • Updated: 16 November 2020, 01:33 PM IST

Sports

Latest News

ମାଲକାନଗିରି (ଓଡ଼ିଶା ରିପୋର୍ଟର): ହତ୍ୟା ମାମଲା ରୁଜୁ ହେବା ପରେ ମାଲକାନଗିରି ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କୁ ସରକାର ବଦଳି କରି ଦେଇଛନ୍ତି। ତାଙ୍କୁ ଯୋଜନା ଓ ସଂଯୋଜନା ବିଭାଗର ଉପସଚିବ ଭାବେ ନିଯୁକ୍ତି ଦିଆଯାଇଛି। ଅନ୍ୟପକ୍ଷରେ ତାଙ୍କ ସ୍ଥାନରେ ୱାଇ. ବିଜୟଙ୍କୁ ନୂଆ ଜିଲ୍ଲାପାଳ ଭାବେ ନିଯୁକ୍ତି ଦିଆଯାଇଛି।

ଗତକାଲି ମାଲକାନଗିରି ଏସଡିଜିଏମ କୋର୍ଟ ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କ ନାଁରେ ହତ୍ୟା ମାମଲା ରୁଜୁ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଜିଲ୍ଲାପାଳଙ୍କ ସମେତ ୪ଜଣଙ୍କ ନାଁରେ ମାମଲା ରୁଜୁ କରାଯାଇଛି।

ଜିଲ୍ଲାପାଳଙ୍କ ପିଏ ଦେବନାରାୟଣ ପଣ୍ଡାଙ୍କ ମୃତ୍ୟୁ ଘଟଣାରେ ମାଲକାନଗିରି ଏସଡିଜିଏମ୍ କୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ଏହି ମୃତ୍ୟୁ ଘଟଣାକୁ ନେଇ ଦେବନାରାୟଣଙ୍କ ପରିବାର କୋର୍ଟକୁ ଯାଇଥିଲେ।

ପ୍ରାୟ ବର୍ଷେ ତଳେ ସତୀଗୁଡ଼ା ଜଳଭଣ୍ଡାରରୁ ଦେବନାରାୟଣଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ତାଙ୍କୁ ହତ୍ୟା କରାଯାଇଥିବା ନେଇ ବହୁ ଦିନରୁ ତାଙ୍କ ପରିବାର ଲୋକେ ଅଭିଯୋଗ କରିଆସୁଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story