ମାଲକାନଗିରି : ମହୁପଦର ଗାଁର ୮ ଜଣ ବ୍ୟକ୍ତି ନିଖୋଜ, ମାଓବାଦୀ ଅପହରଣ କରିଥିବା ସନ୍ଦେହ

ମାଲକାନଗିରି : ମାଲକାନଗିରି ଜିଲ୍ଲା ମାଥିଲି ଥାନା ମହୁପଦର ଗାଁରେ ୭ ରୁ ୮ ଜଣ ଲୋକଙ୍କ ଖୋଜଖବର ମିଳୁନାହିଁ । ଏମାନଙ୍କୁ ମାଓବାଦୀ ଅପହରଣ କରି ନେଇଥିବା ସନ୍ଦେହ କରାଯାଉଛି। ପରିବାର ଲୋକଙ୍କ ପାଖରେ ସେମାନଙ୍କ ନିଖୋଜ ହେବା ସମ୍ପର୍କରେ କୌଣସି ଖବର ନାହିଁ । ବର୍ତ୍ତମାନ ସୁଦ୍ଧା ପୋଲିସ୍ ପାଖରେ ନିଖୋଜ ସମ୍ପର୍କରେ ବିଦ୍ଧିବଧ ଅଭିଯୋଗ ହୋଇ ନ ଥିବା ଜଣାପଡିଛି । ମାଲକାନଗିରି ଏସପି କହିଛନ୍ତି ଖବର ବିଷୟରେ ସେମାନେ କେବଳ ଶୁଣିଛନ୍ତି । ଅଧିକ ତଥ୍ୟ ମିଳିନାହିଁ ବୋଲି ଏସପି କହିଛନ୍ତି।

ଆହୁରି ପଢ଼ନ୍ତୁ

ଏଥର ଓଡ଼ିଶା ବାହାରେ ହେବ OJEE ପରୀକ୍ଷା କେନ୍ଦ୍ର

ଦିଲ୍ଲୀପ ବିଶୋୟୀ ହେବେ ରାଜ୍ୟ ସୂଚନା କମିଶନର!

ଯୁକ୍ତ ଦୁଇ ବିଜ୍ଞାନରେ ମୋଟ ୭ ପିଲା, ଜଣେ ଫର୍ମ ଫିଲପ୍ କରି ପରୀକ୍ଷା ଦେଲେନି-ଜିରୋ ରେଜଲ୍ଟ

ଆରୋଗ୍ୟ ହେଲେ ୧୪୨୨ କରୋନା ଆକ୍ରାନ୍ତ

ସ୍ୱତନ୍ତ୍ର ସଚିବ ଅଜୟ ଦାସଙ୍କୁ ଗିରଫ କଲା ଭିଜିଲାନ୍ସ

ଆଳିପିଙ୍ଗଳ ଜେଲରେ ୨୧ ବନ୍ଦୀଙ୍କୁ କରୋନା

ଅଗଷ୍ଟରେ ବଢ଼ୁଛି ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱରରୁ ୨୩୭ କରୋନା ଆକ୍ରାନ୍ତ ଚିହ୍ନଟ, ସେଥିରୁ ୧୦୫ ଲୋକାଲ୍‌ କେସ

ସ୍ୱାଧୀନତା ଦିବସରେ ସ୍କୁଲକୁ ଆସିବେନି ଛାତ୍ରଛାତ୍ରୀ

ନିଜେ ଲିଭି ୬ ଜଣଙ୍କ ଜୀବନ ଦୀପ ଜଳାଇଥିଲେ, ସୂରଜଙ୍କ ନାଁରେ ଆରମ୍ଭ ହେଲା ସ୍ୱର୍ଣ୍ଣିମ ଅଧ୍ୟାୟ

ପିଇଓଙ୍କୁ ଅଟକ ରଖିଲେ ଲୋକ, ଗାଁରେ ପହଞ୍ଚିଲେ ବିଡିଓ

ବ୍ରହ୍ମପୁରରେ ୩୧% ଲୋକଙ୍କଠାରେ ଆଣ୍ଟିବଡ଼ି ବିକଶିତ ହୋଇଛି: ଡାକ୍ତର ସଂଘମିତ୍ରା ପତି