ମାଲକାନଗିରି ବିଧାୟକଙ୍କୁ କରୋନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମାଲକାନଗିରି ବିଧାୟକ ଆଦିତ୍ୟ ମାଢ଼ୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କରୋନା ପଜିଟିଭ ଚିହ୍ନଟ ପରେ ତାଙ୍କୁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ଏହା ପୂର୍ବରୁ ରାଜ୍ୟ କୃଷି ମନ୍ତ୍ରୀ ଅରୁଣ କୁମାର ସାହୁ, ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, ତାଙ୍କ ପତ୍ନୀ, ଢେଙ୍କାନାଳ ବିଧାୟକ ସୁଧୀର ସାମଲ, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତ ଓ ଯାଜପୁର ଜିଲ୍ଲା ବରୀ ବିଧାୟିକା ସୁନନ୍ଦା […]

CORONA-11-(1)

Niharika Rout
  • Published: Wednesday, 16 September 2020
  • , Updated: 16 September 2020, 02:18 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମାଲକାନଗିରି ବିଧାୟକ ଆଦିତ୍ୟ ମାଢ଼ୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କରୋନା ପଜିଟିଭ ଚିହ୍ନଟ ପରେ ତାଙ୍କୁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇଛି।

ସୂଚନାଯୋଗ୍ୟ, ଏହା ପୂର୍ବରୁ ରାଜ୍ୟ କୃଷି ମନ୍ତ୍ରୀ ଅରୁଣ କୁମାର ସାହୁ, ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, ତାଙ୍କ ପତ୍ନୀ, ଢେଙ୍କାନାଳ ବିଧାୟକ ସୁଧୀର ସାମଲ, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତ ଓ ଯାଜପୁର ଜିଲ୍ଲା ବରୀ ବିଧାୟିକା ସୁନନ୍ଦା ଦାସ, ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ ପ୍ରମୁଖ ପୂର୍ବରୁ କରୋନାରେ ଆକ୍ରାନ୍ତ ହୋଇ ସାରିଛନ୍ତି।

Related story