ମାଲକାନଗିରି: ନାବାଳିକାର ମୃତଦେହ ଉଦ୍ଧାର

ମାଲକାନଗିରି: ମାଲକାନଗିରି ଜିଲ୍ଲା ବାଲିମେଳା ପାୱାରହାଉସ୍ କେନାଲରୁ ନାବାଳିକାର ମୃତଦେହ ଉଦ୍ଧାର କରାଯାଇଛି। ଶନିବାର ରାତିରେ ସ୍ଥାନୀୟ ଲୋକ ମୃତଦେହଟି ପଡ଼ିଥିବା ଦେଖି ପୋଲିସକୁ ଖବର ଦେଇଥିଲେ। ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ନାବାଳିକାର ମୃତଦେହକୁ ଉଦ୍ଧାର କରିଛି। ନାବାଳିକାଟିର ମୃତଦେହ ଅଖାରେ ବନ୍ଧା ହୋଇଥିବା ଅବସ୍ଥାରେ ଠାବ କରାଯାଇଥିଲା। ନାବାଳିକାର ମୁଣ୍ଡକୁ ଛେଚି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ନାବାଳିକାଟିର ପରିଚୟ ମିଳିନାହିଁ। ପୋଲିସ୍ ଘଟଣାର ତଦନ୍ତ କରୁଛି।

n

n

Rakesh Mallick
  • Published: Sunday, 22 May 2016
  • Updated: 22 May 2016, 04:03 AM IST

Sports

Latest News

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story