ପୋଲିସ୍ ଗୁଳିରେ ଜଣେ ମାଓବାଦୀ ନିହତ

ମାଲକାନଗିରି: ଓଡ଼ିଶା ସୀମାନ୍ତ ମର୍ଦ୍ଦାପାଲ ଜଙ୍ଗଲରେ ପୋଲିସ୍-ମାଓବାଦୀ ଗୁଳି ବିନିମୟ ହୋଇଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ସେହିପରି ଜଣେ ଯବାନ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ସୁରକ୍ଷାକର୍ମୀଙ୍କ ପକ୍ଷରୁ ମର୍ଦ୍ଦାପାଲ ଜଙ୍ଗଲରେ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି।