ପୋଲିସ୍ ଗୁଳିରେ ଜଣେ ମାଓବାଦୀ ନିହତ

ମାଲକାନଗିରି: ଓଡ଼ିଶା ସୀମାନ୍ତ ମର୍ଦ୍ଦାପାଲ ଜଙ୍ଗଲରେ ପୋଲିସ୍-ମାଓବାଦୀ ଗୁଳି ବିନିମୟ ହୋଇଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ସେହିପରି ଜଣେ ଯବାନ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ସୁରକ୍ଷାକର୍ମୀଙ୍କ ପକ୍ଷରୁ ମର୍ଦ୍ଦାପାଲ ଜଙ୍ଗଲରେ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି।

mao

Rakesh Mallick
  • Published: Friday, 16 June 2017
  • , Updated: 16 June 2017, 10:56 AM IST

Related story