ମାଲକାନଗିରି: ପେଣ୍ଡମ୍ ପିଇ ଜଣେ ମୃତ, ୭ ଗୁରୁତର

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରକୋଣ୍ଡା ବ୍ଲକ ଆକୁରପାଲ୍ଲୀ ଗାଁରେ ଦେଶୀ ପାନୀୟ ପେଣ୍ଡମ୍ ପିଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ ଜଣ ଆକ୍ରାନ୍ତ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୭ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ମାଲକାନଗିରି ସଦର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତ ବ୍ୟକ୍ତିଙ୍କ ନାଁ ତାର ଦେବ। ଏହି ଦେଶୀ ପାନୀୟରେ ବିଷ ମିଶିଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ସେପଟେ ଘଟଣାର ତଦନ୍ତ କରାଯାଉଛି, ବ୍ୟବଚ୍ଛେଦ ରିପୋର୍ଟ ପରେ ସତ୍ୟାସତ୍ୟ ଜଣାପଡିବ ବୋଲି […]

ajit

ajit

Rakesh Mallick
  • Published: Monday, 29 June 2015
  • Updated: 29 June 2015, 04:16 AM IST

Sports

Latest News

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରକୋଣ୍ଡା ବ୍ଲକ ଆକୁରପାଲ୍ଲୀ ଗାଁରେ ଦେଶୀ ପାନୀୟ ପେଣ୍ଡମ୍ ପିଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ ଜଣ ଆକ୍ରାନ୍ତ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୭ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ମାଲକାନଗିରି ସଦର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତ ବ୍ୟକ୍ତିଙ୍କ ନାଁ ତାର ଦେବ।

ଏହି ଦେଶୀ ପାନୀୟରେ ବିଷ ମିଶିଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ସେପଟେ ଘଟଣାର ତଦନ୍ତ କରାଯାଉଛି, ବ୍ୟବଚ୍ଛେଦ ରିପୋର୍ଟ ପରେ ସତ୍ୟାସତ୍ୟ ଜଣାପଡିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story