ମାଲକାନଗିରି: ବିଚ୍ଛିନ୍ନାଞ୍ଚଳରେ ଇନଫର୍ମର ସନ୍ଦେହରେ ଜଣଙ୍କୁ ଗୁଳି କରି ହତ୍ୟା

ମାଲକାନଗିରି: ମାଲକାନଗିରି ବିଛିନ୍ନାଞ୍ଚଳରେ ପୁଣି ମାଓବାଦୀଙ୍କ ବର୍ବରତା। ଇନଫର୍ମର ସନ୍ଦେହରେ ଜଣଙ୍କୁ ହତ୍ୟା କରାଯାଇଥିବା ଅନୁମାନ କରାଯାଉଛି। ମୃତ ବ୍ୟକ୍ତିଙ୍କ ନାଁ ଶଙ୍କର ସିସା ତାଙ୍କ ଘର ବିଛିନ୍ନାଞ୍ଚଳ ତୋଟାଗୁଡ଼ା ଗାଁରେ ବୋଲି ଜଣାପଡ଼ିଛି। ତେବେ ତାଙ୍କ ହତ୍ୟା ପାଇଁ କୌଣସି ମାଓ ସଂଗଠନ ନିଜକୁ ଦାୟୀ କରିନାହାନ୍ତି। ଗତ ରାତିରେ ତାଙ୍କୁ ହତ୍ୟା କରାଯାଇଥିବା ଆଶଙ୍କା କରାଯାଉଛି।

malkangiri

malkangiri

Rakesh Mallick
  • Published: Tuesday, 18 August 2015
  • Updated: 18 August 2015, 07:56 AM IST

Sports

Latest News

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story