ମାଲକାନଗିରି ସୀମାନ୍ତ ଛତିଶଗଡ ଜଙ୍ଗଲରେ ପୋଲିସ-ମାଓବାଦୀ ଗୁଳିବିନିମୟ, ଜଣେ ମହିଳା ମାଓବାଦୀ ମୃତ

ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡର ଚାନ୍ଦାମେଟା ଜଙ୍ଗଲରେ ପୋଲିସ-ମାଓବାଦୀ ଗୁଳିବିନିମୟରେ ପୋଲିସ ଗୁଳିରେ ଜଣେ ମହିଳା ମାଓବାଦୀର ମୃତ୍ୟୁ ଘଟିଛି। ଦରଭା ନିକଟସ୍ଥ ଚାନ୍ଦାମେଟା ଜଙ୍ଗଲରେ ମାଓବାଦୀ ଥିବା ସୂଚନା ପାଇ ସିଆରପିଏଫ୍ ଓ ଛତିଶଗଡ ପୋଲିସ ମିଳିତ ଅପରେସନ କରିଥିଲେ। ଉଭୟ ପକ୍ଷରୁ ଗୁଳି ବନିମୟ ହୋଇଥିଲା। ଏଥିରେ ଜଣେ ମହିଳା ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ବେଳେ ଘଟଣାସ୍ଥଳରୁ ୨ଟି ବନ୍ଧୁକ ଜବତ ହୋଇଛି। ଏବେ ବି ସର୍ଚ୍ଚ ଅପରେସନ ଜାରି ରହିଛି। ୧୫ ଦିନ […]

mao1-229x300

mao1-229x300

Rakesh Mallick
  • Published: Wednesday, 07 October 2015
  • Updated: 07 October 2015, 12:54 PM IST

Sports

Latest News

mao1-229x300ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡର ଚାନ୍ଦାମେଟା ଜଙ୍ଗଲରେ ପୋଲିସ-ମାଓବାଦୀ ଗୁଳିବିନିମୟରେ ପୋଲିସ ଗୁଳିରେ ଜଣେ ମହିଳା ମାଓବାଦୀର ମୃତ୍ୟୁ ଘଟିଛି। ଦରଭା ନିକଟସ୍ଥ ଚାନ୍ଦାମେଟା ଜଙ୍ଗଲରେ ମାଓବାଦୀ ଥିବା ସୂଚନା ପାଇ ସିଆରପିଏଫ୍ ଓ ଛତିଶଗଡ ପୋଲିସ ମିଳିତ ଅପରେସନ କରିଥିଲେ। ଉଭୟ ପକ୍ଷରୁ ଗୁଳି ବନିମୟ ହୋଇଥିଲା। ଏଥିରେ ଜଣେ ମହିଳା ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ବେଳେ ଘଟଣାସ୍ଥଳରୁ ୨ଟି ବନ୍ଧୁକ ଜବତ ହୋଇଛି। ଏବେ ବି ସର୍ଚ୍ଚ ଅପରେସନ ଜାରି ରହିଛି। ୧୫ ଦିନ ତଳେ ମାଲକାନଗିରି ଭେଜାଗୁଡା ଜଙ୍ଗଲରେ ପୋଲିସ ଗୁଳିରେ ୩ଜଣ ମାଓବାଦୀଙ୍କ ମୃତ୍ୟୁ ହୋଇଥିଲା

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos