Advertisment

ଓଡ଼ିଶା ସରକାରଙ୍କ ଆତିଥ୍ୟକୁ ଭୂରି ଭୂରି ପ୍ରଶଂସା କଲେ ମମତା

ଓଡ଼ିଶା ସରକାରଙ୍କ ଆତିଥ୍ୟକୁ ଭୂରି ଭୂରି ପ୍ରଶଂସା କଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। କହିଲେ, ଓଡ଼ିଶାରେ ବହୁତ ଭଲ ଆତିଥ୍ୟ ଓ ଚର୍ଚ୍ଚା ମିଳିଲା, ପ୍ରଭୁ ଜଗନ୍ନାଥ ମନ୍ଦିରରେ ବହୁତ ଭଲ ଦର୍ଶନ ହେଲା, ଦାୟିତ୍ୱରେ ଥିବା ଅଫିସରମାନେ ବହୁତ ଭଲ ସୁବିଧା ଯୋଗାଇଲେ। ପୁରୀରେ ଜାଗା ଦେଇଥିବାରୁ ଦେଲେ ଧନ୍ୟବାଦ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପଶ୍ଚିମବଙ୍ଗ ଆସିବାକୁ ନିମନ୍ତ୍ରଣ କଲେ ମମତା ବାନାର୍ଜୀ।

Odisha Mamata Banerjee Naveen Patnaik
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe