ମମିତାଙ୍କ ମା’ ଗୁରୁତର, ବିଶାଖାପାଟଣା ସ୍ଥାନାନ୍ତର

ବଲାଙ୍ଗିର(ଓଡ଼ିଶା ରିପୋର୍ଟର): ବହୁ ଚର୍ଚ୍ଚିତ ମମିତା ମେହରଙ୍କ ମୃତ୍ୟୁକୁ ନେଇ ସାରା ରାଜ୍ୟ ହୁଲସ୍ଥୁଲ ହେଉଥିବା ବେଳେ ଝିଅକୁ ହରାଇବାର ଦୁଃଖରେ ଗୁରୁତର ଅସୁସ୍ଥ ହୋଇ ପଡ଼ିଛନ୍ତି ତାଙ୍କ ମା’  ତୁଳସୀ ମେହେର  । ମମିତାଙ୍କ ମା’ଙ୍କ ଛାତିରେ ଯନ୍ତ୍ରଣା ହେଉଥିବା ସହ ବାରମ୍ବାର ଅଚେତ ହୋଇ ଯାଉଥିବା ସୂଚନା ମିଳିଛି। ଚିକିତ୍ସା ଲାଗି ତୁଳସୀଙ୍କୁ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଥିବା ପରିବାର ଲୋକ ସୂଚନା ଦେଇଛନ୍ତି। ମମିତା ମୃତ୍ୟୁକୁ ନେଇ ସମଗ୍ର ରାଜ୍ୟରେ ଚର୍ଚ୍ଚା ଜୋର ଧରିବାରେ […]

Mamita mother

Mamita mother

Niharika Rout
  • Published: Saturday, 30 October 2021
  • Updated: 30 October 2021, 01:36 PM IST

ବଲାଙ୍ଗିର(ଓଡ଼ିଶା ରିପୋର୍ଟର): ବହୁ ଚର୍ଚ୍ଚିତ ମମିତା ମେହରଙ୍କ ମୃତ୍ୟୁକୁ ନେଇ ସାରା ରାଜ୍ୟ ହୁଲସ୍ଥୁଲ ହେଉଥିବା ବେଳେ ଝିଅକୁ ହରାଇବାର ଦୁଃଖରେ ଗୁରୁତର ଅସୁସ୍ଥ ହୋଇ ପଡ଼ିଛନ୍ତି ତାଙ୍କ ମା’  ତୁଳସୀ ମେହେର  । ମମିତାଙ୍କ ମା’ଙ୍କ ଛାତିରେ ଯନ୍ତ୍ରଣା ହେଉଥିବା ସହ ବାରମ୍ବାର ଅଚେତ ହୋଇ ଯାଉଥିବା ସୂଚନା ମିଳିଛି। ଚିକିତ୍ସା ଲାଗି ତୁଳସୀଙ୍କୁ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଥିବା ପରିବାର ଲୋକ ସୂଚନା ଦେଇଛନ୍ତି।

ମମିତା ମୃତ୍ୟୁକୁ ନେଇ ସମଗ୍ର ରାଜ୍ୟରେ ଚର୍ଚ୍ଚା ଜୋର ଧରିବାରେ ଲାଗିଥିବା ବେଳେ ପରସ୍ପର ଉପରେ କାଦୁଅ ଫିଙ୍ଗାଫିଙ୍ଗି ହେଉଛନ୍ତି ଶାସକ ଓ ବିରୋଧୀ ।  ବିଭିନ୍ନ ରାଜନୈତିକ ଦଳ ରାସ୍ତାକୁ ଓହ୍ଲାଇଥିବା ବେଳେ ମମିତାଙ୍କ ଘରେ ପହଞ୍ଚି ପରିବାରବର୍ଗଙ୍କୁ ସାନ୍ତ୍ୱନା ମଧ୍ୟ ଦେଉଛନ୍ତି। ହେଲେ ଝିଅ ମୃତ୍ୟୁରେ ସମ୍ପୂର୍ଣ୍ଣ ଭାଙ୍ଗି ପଡ଼ିଛନ୍ତି ପରିବାର ଲୋକ । ଏପରିକି ମମିତାଙ୍କ ମା’ ତୁଳସୀଙ୍କ ଅବସ୍ଥା ପୂର୍ବରୁ ଭଲ ନ ଥିବା ବେଳେ ଝିଅର ମୃତ୍ୟୁ ତାଙ୍କୁ ଅଧିକ ରୋଗାକ୍ରାନ୍ତ କରି ଦେଇଛନ୍ତି। ସେ ବାରମ୍ବାର ଅଚେତ ହୋଇ ପଡ଼ୁଥିବାରୁ ପରିବାର ଲୋକେ ତାଙ୍କୁ ଚିକିତ୍ସା ନିମନ୍ତେ ବିଶାଖାପାଟଣା ନେଇଛନ୍ତି।

ସୂଚନାଯୋଗ୍ୟ, ମହାଲିଙ୍ଗ ସନ୍‌ସାଇନ୍‌ ସ୍କୁଲର ଅଧ୍ୟକ୍ଷା ମମିତା ମେହେରଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ମମିତାଙ୍କୁ ମହାଲିଙ୍ଗ କଲେଜ ସଭାପତି ଗୋବିନ୍ଦ ହତ୍ୟା କରି ଗାତରେ ପକାଇ ନିଆଁ ଲଗାଇ ପୋଡ଼ି ଦେଇଥିଲେ। ଏହି ମାମଲାରେ ସେ ଗିରଫ ହୋଇ ଜେଲ୍‌ରେ ଅଛନ୍ତି। ତେବେ ଗୋବିନ୍ଦ ସହିତ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟଶଙ୍କର ମିଶ୍ରଙ୍କ ସମ୍ପର୍କ ସାମ୍ନାକୁ ଆସିବା ପରେ ରାଜ୍ୟ ରାଜନୀତି ଉଷ୍ମ ହୋଇଥିଲା। ବିଜେପି ଓ କଂଗ୍ରେସ ତାଙ୍କ ବହିଷ୍କାର ଓ ଗିରଫ ଦାବି କରିଥିବା ବେଳେ ମୁଖ୍ୟମନ୍ତ୍ରୀ ନୀରବଦ୍ରଷ୍ଟା ସାଜିଛନ୍ତି। ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ। ଯେଉଁଥିପାଇଁ ରାଜରାସ୍ତାକୁ ଓହ୍ଲାଇଛନ୍ତି ବିଭିନ୍ନ ଜନୈତିକ ଦଳର କର୍ମୀ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story