ସାମାନ୍ୟ ବଚସାରୁ ଯୁବକଙ୍କ ଆତ୍ମହତ୍ୟା!

ବୀରମିତ୍ରପୁର (ରାକେଶ ସାହୁ): ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁର ଥାନା ଅନ୍ତର୍ଗତ ତଲସେରା ଗାଁରେ ଜଣେ ବ୍ୟକ୍ତି ନିଜ ଘରେ ଦୌଡ଼ି ଲଗାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ଜୟଧର ଲାଖୁଆ। ତାଙ୍କୁ ୩୩ ବର୍ଷ ହୋଇଥିଲା। ଆଜି ସକାଳେ ଜୟଧର ତାଙ୍କ ସ୍ତ୍ରୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ଝଗଡ଼ା ହୋଇଥିଲା। ଏହାପରେ ଜୟଧର ନିଜ ଘର ଭିତରେ ଦୌଡ଼ି ଲଗାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ପରିବାର ଲୋକେ ଘଟଣା […]

hh

hh

Tapaswini Nayak
  • Published: Sunday, 30 August 2020
  • Updated: 30 August 2020, 01:07 PM IST

Sports

Latest News

ବୀରମିତ୍ରପୁର (ରାକେଶ ସାହୁ): ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁର ଥାନା ଅନ୍ତର୍ଗତ ତଲସେରା ଗାଁରେ ଜଣେ ବ୍ୟକ୍ତି ନିଜ ଘରେ ଦୌଡ଼ି ଲଗାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ଜୟଧର ଲାଖୁଆ। ତାଙ୍କୁ ୩୩ ବର୍ଷ ହୋଇଥିଲା।

ଆଜି ସକାଳେ ଜୟଧର ତାଙ୍କ ସ୍ତ୍ରୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ଝଗଡ଼ା ହୋଇଥିଲା। ଏହାପରେ ଜୟଧର ନିଜ ଘର ଭିତରେ ଦୌଡ଼ି ଲଗାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।

ପରିବାର ଲୋକେ ଘଟଣା ସଂପର୍କରେ ବୀରମିତ୍ରପୁର ଥାନାକୁ ଖବର ଦେଇଥିଲେ। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story