ଗୁପ୍ତେଶ୍ୱର ପୀଠରେ ଗୁମ୍ଫା ଭିତରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଜୟପୁର (ଟି.ଗୌରୀ ଶଙ୍କର): କୋରାପୁଟ ଜିଲ୍ଲା ବୈପାରୀଗୁଡ଼ା ଥାନା ଅନ୍ତର୍ଗତ ପ୍ରସିଦ୍ଧ ଶୈବପୀଠ ଗୁପ୍ତେଶ୍ୱରରେ ଗୁମ୍ଫା ମଧ୍ୟରେ ଥିବା ମହାପ୍ରଭୁଙ୍କ ଲିଙ୍ଗ ସମ୍ମୁଖରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ଗୁମ୍ଫା ଭିତରେ ଥିବା କ୍ଲାମ୍ପରୁ ତାଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରାଯାଇଛି। ମୃତ ଯୁବକଙ୍କ ପରିଚୟ ଜଣାପଡ଼ି ନାହିଁ। ସେ ଆତ୍ମହତ୍ୟା କରିଥିବା କୁହାଯାଉଛି। ବୈପାରୀଗୁଡ଼ା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଏବଂ ଘଟଣାର ଖୋଳତାଡ଼ କରୁଛି।

deadbody

Jyoshna Pradhan
  • Published: Tuesday, 10 December 2019
  • , Updated: 10 December 2019, 11:49 AM IST

ଜୟପୁର (ଟି.ଗୌରୀ ଶଙ୍କର): କୋରାପୁଟ ଜିଲ୍ଲା ବୈପାରୀଗୁଡ଼ା ଥାନା ଅନ୍ତର୍ଗତ ପ୍ରସିଦ୍ଧ ଶୈବପୀଠ ଗୁପ୍ତେଶ୍ୱରରେ ଗୁମ୍ଫା ମଧ୍ୟରେ ଥିବା ମହାପ୍ରଭୁଙ୍କ ଲିଙ୍ଗ ସମ୍ମୁଖରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ଗୁମ୍ଫା ଭିତରେ ଥିବା କ୍ଲାମ୍ପରୁ ତାଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରାଯାଇଛି। ମୃତ ଯୁବକଙ୍କ ପରିଚୟ ଜଣାପଡ଼ି ନାହିଁ। ସେ ଆତ୍ମହତ୍ୟା କରିଥିବା କୁହାଯାଉଛି।

ବୈପାରୀଗୁଡ଼ା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଏବଂ ଘଟଣାର ଖୋଳତାଡ଼ କରୁଛି।

Related story