ଉପ-ଜିଲ୍ଲାପାଳଙ୍କ ଅଫିସ୍‌ ପରିସରରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଧର୍ମଗଡ଼(ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଉପ-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ ଭୁଦେବ ବଗର୍ତ୍ତି। ସେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ଏକ ଛୋଟ ଠେଲା ହୋଟେଲ୍‌ କରି ନିଜ ଗୁଜୁରାଣ ମେଣ୍ଟାଉ ଥିଲେ। ପାରିବାରିକ କଳହକୁ ନେଇ ସେ ଗତକାଲି ରାତିରେ ଏଠାରେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ରେଷ୍ଟ୍ ଶେଡ୍‌ରୁ ତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଥିଲା। ମୃତଦେହ ପାଖରେ ଏକ […]

60

60

Jitendra Garnayak
  • Published: Saturday, 20 October 2018
  • Updated: 20 October 2018, 10:21 AM IST

Sports

Latest News

ଧର୍ମଗଡ଼(ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଉପ-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ ଭୁଦେବ ବଗର୍ତ୍ତି।

ସେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ଏକ ଛୋଟ ଠେଲା ହୋଟେଲ୍‌ କରି ନିଜ ଗୁଜୁରାଣ ମେଣ୍ଟାଉ ଥିଲେ। ପାରିବାରିକ କଳହକୁ ନେଇ ସେ ଗତକାଲି ରାତିରେ ଏଠାରେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି।

ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ରେଷ୍ଟ୍ ଶେଡ୍‌ରୁ ତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଥିଲା। ମୃତଦେହ ପାଖରେ ଏକ ପ୍ଲାଷ୍ଟିକ୍ ଷ୍ଟୁଲ୍ ପଡ଼ିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story