ସ୍ତ୍ରୀର ତଣ୍ଟି କାଟିଦେଲା ସ୍ୱାମୀ

ଢେଙ୍କାନାଳ(ରାଜଶ୍ରୀ ଶତପଥୀ): ଢେଙ୍କାନାଳ ଜିଲ୍ଲା ମୋଟଙ୍ଗା ଥାନା ଅନ୍ତର୍ଗତ ନାଣ୍ଡିପୋଲିଆ ଗାଁରେ ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କୁ ତାଣ୍ଟି କାଟି ହତ୍ୟା କରିଛନ୍ତି। ମୃତକଙ୍କ ନାଁ ସବିତା ନାୟକ। ଅଭିଯୁକ୍ତଙ୍କ ନାଁ ସୁବାସ ନାୟକ। ଆଜି ସକାଳେ ସୁବାସ ଓ ସବିତାଙ୍କ ମଧ୍ୟରେ କୌଣସି କାରଣକୁ ନେଇ ଝଗଡ଼ା ହୋଇଥିଲା। ଏହାପରେ ସବିତା ଶୋଇଥିବା ସମୟରେ ସୁବାସ ଏକ ଧାରୁଆ ବ୍ଲେଡ୍‌ରେ ତାଙ୍କ ତଣ୍ଟି କାଟି ଦେଇଥିଲେ। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା। ଖବର ପାଇ […]

deadbody

deadbody

Jyoshna Pradhan
  • Published: Tuesday, 28 January 2020
  • Updated: 28 January 2020, 02:20 PM IST

ଢେଙ୍କାନାଳ(ରାଜଶ୍ରୀ ଶତପଥୀ): ଢେଙ୍କାନାଳ ଜିଲ୍ଲା ମୋଟଙ୍ଗା ଥାନା ଅନ୍ତର୍ଗତ ନାଣ୍ଡିପୋଲିଆ ଗାଁରେ ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କୁ ତାଣ୍ଟି କାଟି ହତ୍ୟା କରିଛନ୍ତି। ମୃତକଙ୍କ ନାଁ ସବିତା ନାୟକ। ଅଭିଯୁକ୍ତଙ୍କ ନାଁ ସୁବାସ ନାୟକ।

ଆଜି ସକାଳେ ସୁବାସ ଓ ସବିତାଙ୍କ ମଧ୍ୟରେ କୌଣସି କାରଣକୁ ନେଇ ଝଗଡ଼ା ହୋଇଥିଲା। ଏହାପରେ ସବିତା ଶୋଇଥିବା ସମୟରେ ସୁବାସ ଏକ ଧାରୁଆ ବ୍ଲେଡ୍‌ରେ ତାଙ୍କ ତଣ୍ଟି କାଟି ଦେଇଥିଲେ। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା।

ଖବର ପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏଥିସହ ସୁବାସଙ୍କୁ ଅଟକ ରଖି ଘଟଣାର ତଦନ୍ତ ଆରମ୍ଭ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story